Advertisement

ରାଜ୍ୟ

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା ମୁଖ୍ୟାଳୟ…

22 hours ago
ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାରଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର

ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର

ଭୁବନେଶ୍ୱର,୨୮ା୩: ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ 'ଗୋ ସେବକ' ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା ପରେ,…

23 hours ago
୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୮ା୩: ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ଗୁରୁବାର ରାଜ୍ୟରେ ୧.୬୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୧୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି।…

1 day ago
ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRCନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC

ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC

ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍‌ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।…

1 day ago
ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ୱର, ୨୮।୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ। ଶନିବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ…

1 day ago
ପିଜି ଡାକ୍ତରଙ୍କ ସଂଘବଦ୍ଧ ଆକ୍ରମଣ: ମହିଳା ରୋଗୀଙ୍କ ଭଉଣୀଙ୍କୁ ଦୁର୍ବ୍ୟବହାରପିଜି ଡାକ୍ତରଙ୍କ ସଂଘବଦ୍ଧ ଆକ୍ରମଣ: ମହିଳା ରୋଗୀଙ୍କ ଭଉଣୀଙ୍କୁ ଦୁର୍ବ୍ୟବହାର

ପିଜି ଡାକ୍ତରଙ୍କ ସଂଘବଦ୍ଧ ଆକ୍ରମଣ: ମହିଳା ରୋଗୀଙ୍କ ଭଉଣୀଙ୍କୁ ଦୁର୍ବ୍ୟବହାର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁବାର କେତେଜଣ ପିଜି ଡାକ୍ତର ଏକ ୱେବ୍‌ ଚ୍ୟାନେଲର ଖବରଦାତା ରଞ୍ଜିତ ମହାପାତ୍ରଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି। ଫଳରେ ସେ…

1 day ago
କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁକଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

ଏମ୍‌ଏସ୍‌ବି ଅଟୋମୋଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏହାର ବ୍ୟାପକ ଡିଲରଶିପ୍‌ ନେଟ୍‌ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର ବକ୍ସ…

1 day ago
ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ…

1 day ago
୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ…

1 day ago
ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତରଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି। ସେ…

1 day ago