ରାଜ୍ୟ

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ,୭।୨: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ବାଲେଶ୍ୱର ଲୋକ ସଭା ନିର୍ବାଚନ ମାମଲାରେ ତାଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ତେବେ…

5 years ago

କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ

ମାର୍ଶାଘାଇ,୭।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ ସମର୍ଥ…

5 years ago

ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ

ରାଇଘର,୭।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ ଓ…

5 years ago

କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ…

5 years ago

ମାଟିରେ ମିଶିଲା ରୂପେଶ ଭଦ୍ରଙ୍କ ଅତିଥିଭବନ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ର୍ନିବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର…

5 years ago

ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ

ରାଉରକେଲା,୭।୨(ଡି.ଏନ୍‌.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍‌ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ…

5 years ago

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ…

5 years ago

ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା…

5 years ago

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି ଅପରେଶନରେ…

5 years ago

ମାଟିରେ ମିଶିବ ରୂପେଶ ଭଦ୍ରଙ୍କ ବିବାଦୀୟ ଅତିଥିଭବନ: ବିରୋଧ ସତ୍ତ୍ୱେ ଭଙ୍ଗା କାର୍ଯ୍ୟ ଆରମ୍ଭ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର…

5 years ago