ରାଜ୍ୟ

ରାଉରକେଲାରେ ଏସିଡ୍‌ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ

ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍‌ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର…

5 years ago

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ ୧୨…

5 years ago

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର…

5 years ago

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ ବୋଲି…

5 years ago

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା…

5 years ago

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ…

5 years ago

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ…

5 years ago

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…

5 years ago

ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି…

5 years ago

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ…

5 years ago