ରାଜ୍ୟ

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…

5 years ago

ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

କୁଆଁରମୁଣ୍ଡା,୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ…

5 years ago

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ…

5 years ago

ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର…

5 years ago

ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ…

5 years ago

ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍‌

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍‌ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ ନୂତନ…

5 years ago

୭ରୁ ଜେଡିସିଏ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ: ପ୍ରଦର୍ଶିତ ହେବ ଦେଶ ବିଦେଶର ୪୮ ଫିଲ୍ମ

ଭୁବନେଶ୍ୱର,୨।୨(ବ୍ୟୁରୋ)-  ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆସନ୍ତା ୭…

5 years ago

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ମେଳାସ୍ଥଳରେ…

5 years ago

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ କୋକେଇ…

5 years ago

କ୍ୟାନ୍‌ସର: ପ୍ରଥମେ ସଚେତନତା ଆବଶ୍ୟକ

ଭୁବନେଶ୍ୱର, ୨।୨(ବ୍ୟୁରୋ): କର୍କଟ ରୋଗ ବା କ୍ୟାନ୍‌ସର ଅର୍ଥ ମୃତ୍ୟୁ। କ୍ୟାନ୍‌ସର ପୀଡ଼ିତଙ୍କ ମୃତ୍ୟୁ ସୁନିଶ୍ଚିତ ବୋଲି ସାଧାରଣରେ ଲୋକେ ଭାବିଥାନ୍ତି। ପୁଣି ଅନେକ ସ୍ଥାନରେ କ୍ୟାନ୍‌ସରକୁ…

5 years ago