ରାଜ୍ୟ

ରସିଦ୍‌ ସ୍କୁଲ, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରସିଦ୍‌ ଖାନ ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରସିଦ୍‌ ବର୍ତ୍ତମାନ ବିଜ୍ଞାନ…

5 years ago

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ…

5 years ago

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ…

5 years ago

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ…

5 years ago

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) - ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ…

5 years ago

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) - ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି…

5 years ago

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ ହୋଇ…

5 years ago

ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ…

5 years ago

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯…

5 years ago

ଏବର୍ଷ ଲାଗୁ ହେବନାହିଁ +୨ କଟକଣା: ମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଏବର୍ଷ ଲାଗୁ ହେବନି +୨ କଟକଣା। ଆସନ୍ତା ବର୍ଷରୁ ଏହା ଲାଗୁ ହେବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ଚଳିତବର୍ଷ…

5 years ago