ରାଜ୍ୟ

ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ…

5 years ago

କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର

ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ…

5 years ago

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍‌

କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ ଜାଳି…

5 years ago

ନାଗରିକତ୍ୱ ସଂଶୋଧନ ଆଇନରେ କାହାର ନାଗରିକତା ଯିବନାହିଁ: ଏମ୍‌ପି ରୂପା ଗାଙ୍ଗୁଲି

ମାଲକାନଗିରି,୨୨ା୧(ଡି.ଏନ.ଏ.): ନାଗରିକତ୍ୱ ସଂଶୋଧନ ଆଇନ ପ୍ରଥମେ କଂଗ୍ରେସ ସରକାର ସମୟରେ ଆରମ୍ଭ ହୋଇ ଏକ କାର୍ଡ ଦେବାର ବ୍ୟବସ୍ଥା ଥିଲା। ମାତ୍ର ତାହା ସେମାନେ କରିପାରିଲେ ନାହିଁ।…

5 years ago

ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ…

5 years ago

ସଫା ଆଳରେ ସୁନାଗହଣା ଲୁଟ୍‌

ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍‌ ହୋଇଥିବା ଧାମନଗର ଥାନାରେ…

5 years ago

ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ଲାଗି ପ୍ରକ୍ରିୟା ଆରମ୍ଭ, ଗୁରୁବାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା…

5 years ago

ଖାଇବା ଭଲ ହୋଇ ନ ଥିବା କହି ଗାଳିଗୁଲଜ ସହ ମାରପିଟ: ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅଧୀନ ଆପନମାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ ଛୁରାମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ଘଟିଛି।…

5 years ago

ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି।…

5 years ago

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା, ସ୍ବାମୀ ଗିରଫ

ରାସୋଳ,୨୨।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଥାନା କଲୋନୀ ସାହିରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଆରତୀ ସାହୁ(୧୭)।…

5 years ago