ରାଜ୍ୟ

ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା…

5 years ago

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା।…

5 years ago

ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା

ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି…

5 years ago

ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ

ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି…

5 years ago

ଶିକ୍ଷାବିତ୍‌ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍‌ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର…

5 years ago

୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…

5 years ago

୫ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସୋମବାର ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଲୋପାମୁଦ୍ରା ମହାନ୍ତି ଓୟୁଏଟି, ଶ୍ୟାମଳୀ ମହାପାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ସୀତାରାମ ପଟେଲ…

5 years ago

ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି।…

5 years ago

ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍‌ ଟିମ୍‌ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍‌ ଟିମ୍‌ ବାଲେଶ୍ୱର…

5 years ago

‘କୃଷି ଓଡ଼ିଶା-୨୦୨୦’କୁ ଉଦ୍‌ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ…

5 years ago