ରାଜ୍ୟ

ବାଲିଖାଦାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣି ପରିବାରଲୋକଙ୍କ ରାସ୍ତାରୋକୋ

ରାସଗୋବିନ୍ଦପୁର,୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍‌ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…

5 years ago

ବୃଦ୍ଧାଙ୍କୁ ମାରି ଜଗି ରହିଥିଲା ମା’ ଭାଲୁ, ଉଦ୍ଧାର କଲା ବନବିଭାଗ ଟିମ୍‌

ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି ମାରିଦେଇଥିବା…

5 years ago

ପୁଅଙ୍କ ଏମ୍‌ବିବିଏସ୍‌ ଫଳକ ଲଗାଇ ବାପା କରୁଛନ୍ତି ଚିକିତ୍ସା, ନକଲି ଔଷଧ ପ୍ରସ୍ତୁତ କରି ଚାଲିଛି ରୋଗୀଙ୍କୁ ଶୋଷଣ

ଗୋପାଳପୁର,୯।୧-ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଭିତ୍ତିଭୂମିର ବିକାଶ କରୁଛନ୍ତି। ରୋଗୀଙ୍କୁ ଯେଭଳି…

5 years ago

୩ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ୬,୫୩୯ ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ବୈଠକରେ ୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସମ୍ପୃକ୍ତ ୩ଟି ପ୍ରକଳ୍ପରେ ମୋଟ ୧୭,୮୩୩କୋଟି ଟଙ୍କା ପୁଞ୍ଜିନିବେଶ ହେବାକୁ ଥିବାବେଳେ…

5 years ago

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌ ଜଗୁଆଳି…

5 years ago

ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍‌: ଚଳନ୍ତା ବାଇକ୍‌ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ…

5 years ago

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ପୁରୀରୁ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ରାଇବଣିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ…

5 years ago

ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍‌ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ…

5 years ago

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ…

5 years ago

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି।…

5 years ago