ରାଜ୍ୟ

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ…

5 years ago

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ: ଟପ୍‌ ଟେନ୍‌ରେ ରାୟଗଡ଼ାର ସ୍ମରଣିକା

ରାୟଗଡ଼ା ଅଫିସ,୭।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୨୧୮ଜଣ ପରୀକ୍ଷାର୍ଥୀ…

5 years ago

ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର…

5 years ago

‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ ବିକାଶ…

5 years ago

ବିନା ହେଲ୍‌ମେଟ୍‌ରେ ବାଇକ୍‌ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍‌ମେଟ୍‌ରେ ରାଜଧାନୀରେ ବାଇକ୍‌ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ…

5 years ago

ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ…

5 years ago

ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ

କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍‌ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍‌ସିବି…

5 years ago

ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର

ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ…

5 years ago

ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭…

5 years ago

ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ…

5 years ago