ରାଜ୍ୟ

ମାଙ୍କଡ଼ ଆକ୍ରମଣରେ ଛାତରୁ ପଡ଼ି ମହିଳାଙ୍କ ମୃତ୍ୟୁ

ବିଞ୍ଝାରପୁର/ବରୀ,୪ା୧ (ଡି.ଏନ.ଏ/ସ୍ବ.ପ୍ର.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରିଲୋ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କୁ ମାଙ୍କଡ଼ ଆକ୍ରମଣ କରିବାରୁ ସେ ଛାତରୁ ଖସି ପଡ଼ି ମୃତ୍ୟୁବରଣ…

5 years ago

ଘାରିଛି ଅଜବ ନିଶା: ପାଲା ପ୍ରେମରେ ୯୦ ବର୍ଷୀୟ ବିଷ୍ଣୁଚରଣ

ରସୁଲପୁର,୪ା୧(ଡି.ଏନ.ଏ): ଏକଦା ହିନ୍ଦୁ ସଂସ୍କୃତି ଓ ପରମ୍ପରାର ପ୍ରଚାର, ପ୍ରସାର ଦିଗରେ ପାଲା ଏକ ବଳିଷ୍ଠ ମାଧ୍ୟମ ଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ପାଲା ପରିବେଷଣକୁ ଅଧିକ ଗୁରୁତ୍ୱ…

5 years ago

ପ୍ରଥମଖଣ୍ଡ ସମବାୟ ସମିତିରେ ଧାନମଣ୍ଡି ଖୋଲିଲା: ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ରସୁଲପୁର,୪ା୧(ଡିଏନଏ): ରସୁଲପୁର ବ୍ଲକ ଅଧୀନ ୧୧ଟି ପ୍ରାଥମିକ କୃଷି ସେବା ସମିତି(ପାକ୍ସ) ରହିଛି। ସେଥିରୁ ପ୍ରଥମଖଣ୍ଡ ସେବା ସମିତି ଧାନ ମଣ୍ଡି ଖୋଲିବାରେ ଆଗୁଆ ରହିଛି। ଏହି…

5 years ago

ଦାଉ ସାଧିଲା ଅଦିନିଆ ବର୍ଷା: ଲକ୍ଷାଧିକ ହେକ୍ଟର ଫସଲ ନଷ୍ଟ ଆଶଙ୍କା

ଜଗତ୍‌ସିଂହପୁର ଅଫିସ୍‌, ୪।୧: ଚଳିତ ଖରିଫ ଋତୁରେ ଜଗତ୍‌ସିଂହପୁର ଜିଲାରେ ପ୍ରାୟ ୩,୪୪,୮୦୦ ମେଟ୍ରିକ୍‌ ଟନ୍‌ ଧାନ ଅମଳ ଲକ୍ଷ୍ୟ ରଖାଯାଇଥିବା ବେଳେ ଦାଉ ସାଧିଛି ଅଦିନିଆ…

5 years ago

ଦୌଡ଼ିଲେ ୫ ବର୍ଷର ବାଳକ ବୁଦ୍ଧାଦିତ୍ୟ: କମ୍‌ ବୟସ ଯୋଗୁ ଭାଗ ନେଇପାରିଲେନି

ପାରାଦୀପ,୪ା୧(ସ୍ବ.ପ୍ର.)ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସରେ ଆୟୋଜିତ ମିନି ମାରାଥନ୍‌ରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲେ ୫ ବର୍ଷୀୟ ବାଳକ ବୁଦ୍ଧାଦିତ୍ୟ ସ୍ବାଇଁ। ଭୁବନେଶ୍ୱରର ଦେବଦତ୍ତ ସ୍ବାଇଁଙ୍କ ପୁତ୍ର ବୁଦ୍ଧାଦିତ୍ୟ…

5 years ago

ପାରାଦୀପରେ ପୁଣି କାଉ ମଡ଼କ

ପାରାଦୀପ,୪ା୧(ସ୍ବ.ପ୍ର.): ପାରାଦୀପ ସହରାଞ୍ଚଳରେ ଚଳିତବର୍ଷ ପୁଣି କାଉମଡ଼କ ହେଉଥିବା ଦେଖିବାକୁ ମିଳିଛି। ସହରର ମେଡିକାଲ ଛକ, ମାଛ ମାର୍କେଟ, ନେହେରୁ ବଙ୍ଗଳା ଆଦି ସ୍ଥାନରେ ଅନେକ କାଉ…

5 years ago

ଆଜି ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ: ବିଦେଶୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ପାଠ୍ୟକ୍ରମ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଶନିବାର ୨୧ତମ ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ। ଦେଶର ଏହି ଏକମାତ୍ର ସଂସ୍କୃତି ବିଶ୍ୱବିଦ୍ୟାଳୟକୁ ଇତିମଧ୍ୟରେ ୨୦ବର୍ଷ ଅତିକ୍ରମ କରିସାରିଥିବାବେଳେ ଶିକ୍ଷାର ମାନ…

5 years ago

ସର୍ବସାଧାରଣଙ୍କ ପାଇଁ ୫ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଆସନ୍ତା ୫ତାରିଖରୁ ରାଜଭବନ ଉଦ୍ୟାନ ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ଖୋଲିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅନୁମତି କ୍ରମେ ଜାନୁୟାରୀ ୫ରୁ ୨୦…

5 years ago

ଜାନୁୟାରୀ ୨୬ରୁ ଆଦିବାସୀ ମେଳା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆଦିବାସୀ ମେଳା-୨୦୨୦ ଆସନ୍ତା ଜାନୁୟାରୀ ୨୬ରୁ ଫେବୃୟାରୀ ୯ ପର୍ଯ୍ୟନ୍ତ ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି…

5 years ago

୧୦ ସୁଦ୍ଧା ସିସିଟିଭି ଇନ୍‌ଷ୍ଟାଲେଶନ ସମ୍ପର୍କିତ ତଥ୍ୟ ଦେବାକୁ ନିର୍ଦ୍ଦେଶ: ରେକର୍ଡିଂ ହେବ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସ୍ବଚ୍ଛ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ବ୍ୟବସ୍ଥା କରୁଛନ୍ତି। ଯେଉଁଠାରେ ସିସିଟିଭି ନ ଥିବ ସେଠାରେ ପରୀକ୍ଷା…

5 years ago