ରାଜ୍ୟ

ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ଶୁକ୍ରବାରଠାରୁ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏଥିପାଇଁ ୨୫ ଟିମ୍‌ ଗଠିତ ହୋଇଛି। ଟିମ୍‌ରେ ବନବିଭାଗ କର୍ମଚାରୀ,…

5 years ago

୧୬ ନୂତନ ଅଧ୍ୟାପକ ନିଯୁକ୍ତ: ଶିକ୍ଷକତାକୁ ବୃତ୍ତି ନୁହେଁ, ବ୍ରତ ଭାବେ ଗ୍ରହଣ କର; ମନ୍ତ୍ରୀ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶକ। ତେଣୁ ସେମାନେ ପ୍ରଭାବଶାଳୀ ହେବା ଆବଶ୍ୟକ। ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ବାର୍ଥ ନିମନ୍ତେ ଉପଯୋଗ କରିବାର ମାନସିକତା ରହିଲେ…

5 years ago

ଓଡ଼ିଆ ବୋହୂ ଅମିତା ମିସେସ୍‌ ୟୁନିଭର୍ସ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ମିସେସ୍‌ ୟୁନିଭର୍ସ ହୋଇ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଅମିତା ପଣ୍ଡା। ନିକଟରେ ଚୀନ୍‌ରେ ଅନୁଷ୍ଠିତ ୪୨ତମ ମିସେସ୍‌ ୟୁନିଭର୍ସ-୩ ପ୍ରତିଯୋଗିତାରେ ଅମିତା ବିଜୟୀ…

5 years ago

ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ ସମ୍ପୃକ୍ତ…

5 years ago

ଡାକ୍ତର ପରିଚୟ ଦେଇ କାର୍‌ ଲୋନ୍‌ ଆଳରେ ୧୮ ଲକ୍ଷ ଠକେଇ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ କାର ଲୋନ୍‌ ନେବା ଆଳରେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ୧୮ଲକ୍ଷ ଠକେଇ କରିଥିବା ଅଭିଯୁକ୍ତଙ୍କୁ ଶୁକ୍ରବାର…

5 years ago

ବିଏମ୍‌ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର

ଭୁବନେଶ୍ୱର, ୪ା୧(ବ୍ୟୁରୋ):  ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍‌ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍‌ ଓ ପେଟ୍ରୋଲପମ୍ପ ଆଦିରେ…

5 years ago

ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ: କଟକରୁ ଅପହୃତା ଉଦ୍ଧାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରେମ ଜାଲରେ ଫସାଇ ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବା ସହ କଟକରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଛି। ଗିରଫ…

5 years ago

ସିପିଆଇ ପାଳିଲା ମହଙ୍ଗା ମାଡ଼ ଦିବସ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରଥମ ମହିଳା ଶିକ୍ଷାବିତ୍‌ ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମଦିବସକୁ ଶୁକ୍ରବାର ସିପିଆଇ ନାରୀ ସୁରକ୍ଷା ଦିବସ ଭାବେ ପାଳନ କରିଛି। ଏହା ବ୍ୟତୀତ ଏହି…

5 years ago

ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍‌ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ ଅଣ୍ଟା…

5 years ago

ପୋଲିସ କମିଶନରଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା: ପ୍ରଶ୍ନ ଉଠାଇଲେ ବିଜେଡି ମୁଖପାତ୍ର

ଭୁବନେଶ୍ୱର, ୪ା୧(ବ୍ୟୁରୋ): କମିଶନରେଟ ପୋଲିସର ୧୨ତମ ପ୍ରତିଷ୍ଠା ଦିବସରେ ଗୁରୁବାର ମହିଳା ଓ ଯୁବତୀଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୪୬ ଜଣ ମହିଳା ଏସ୍‌ପିଓଙ୍କୁ…

5 years ago