ରାଜ୍ୟ

ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି।…

5 years ago

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ…

5 years ago

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ…

5 years ago

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ…

5 years ago

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ…

5 years ago

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ…

5 years ago

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି…

5 years ago

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା।…

5 years ago

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ…

5 years ago

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା…

5 years ago