ରାଜ୍ୟ

ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ

ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର…

5 years ago

ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର

ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି,…

5 years ago

ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍‌ଡିପିଓଙ୍କ ତଦନ୍ତ

ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ…

5 years ago

ବେଆଇନ ମୋରମ ଚାଲାଣବେଳେ ଦୁର୍ଘଟଣା:ହାଇଓ୍ବା ଉପରେ ଖସିିଲା ପଥର

ଭୁବନ, ୧୫ା୧୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ସଦର ବାଜି ରାଉତ କଲେଜ ପଛପଟୁ ବେଆଇନ ଭାବେ ମୋରମ ଚୋରାଚାଲାଣ ବେଳେ ଶନିବାର ଦୁର୍ଘଟଣା ଘଟିଛି। ପାହାଡ଼ ଉପରରୁ…

5 years ago

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ବାଲିଗୁଡା,୧୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ…

5 years ago

ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ୍‌, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ ୩…

5 years ago

ଏଣ୍ଡୋକ୍ରାଇନ୍‌ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ…

5 years ago

ରାଷ୍ଟ୍ରୀୟ ଲୋକ ଅଦାଲତ : ୧୫,୭୭୬ ମାମଲାର ସମାଧାନ ୭୧ କୋଟି ୪୨ ଲକ୍ଷ ଆଦାୟ ନିର୍ଦ୍ଦେଶ

କଟକ ଅଫିସ,୧୫।୧୨- ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୫,୭୭୬ ମାମଲାର ସମାଧାନ କରାଯାଇଛି। ଏଥିସହ ଏ ବାବଦରେ ୭୧ କୋଟି ୪୨…

5 years ago

କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି…

5 years ago

କଲେଜ ଛାତ୍ରୀଙ୍କୁ ଅପହରଣ

  ଭାପୁର,୧୫ା୧୨(ଡି.ଏନ୍‌.ଏ.): ଫତେଗଡ ଥାନା ଅଞ୍ଚଳର ଜଣେ ବିବାହିତ ଯୁବକ ଯୁକ୍ତ ୨ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଅପହରଣ କରିନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଫତେଗଡ଼…

5 years ago