ରାଜ୍ୟ

ନାବାଳିକାଙ୍କୁ ବଳାତ୍କାର ଭିଡିଓ ଭାଇରାଲ ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲା ଭୁବନ ଥାନା ମାର୍ଥାପୁର ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଏବଂ ଘଟଣାର ଭିଡିଓ ଭାଇରାଲ ମାମଲାର ରାୟ ଶୁକ୍ରବାର ସ୍ବତନ୍ତ୍ର…

5 years ago

ଅପହୃତା ନାବାଳିକା ଉଦ୍ଧାର

ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ…

5 years ago

ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ…

5 years ago

ହରିଦ୍ୱାର-ଋଷିକେଶକୁ ଗଲେ ୯୭୦ଜଣ ବରିଷ୍ଠ ତୀର୍ଥଯାତ୍ରୀ, କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେଶନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଷ୍ଟେଶନରୁ…

5 years ago

ଟାଇଲ୍‌ ଲଗାଇ ପ୍ରଧାନମନ୍ତ୍ରୀ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ…

5 years ago

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ

ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ…

5 years ago

ଆଇନରେ ପରିଣତ ହେଲା ସିଏବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଦ୍ରକର ମୁସଲମାନ ପ୍ରତିନିଧି ଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ନାଗରିକତ୍ୱ(ସଂଶୋଧନ) ବିଲ୍‌(ସିଏବି) ଆଇନରେ ପରିଣତ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭଦ୍ରକ ଜିଲା ଚଉଦ ମହଲା ମୁସଲମାନ ପ୍ରତିନିଧି ଦଳ ଭେଟିଛନ୍ତି। ସେମାନେ…

5 years ago

ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର…

5 years ago

ଶ୍ରୀମନ୍ଦିର ଯିବ ବାଲୁଖଣ୍ଡ ଅଭୟାରଣ୍ୟ କାଠ: ମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପୁରୀ ଜିଲା ବାଲୁଖଣ୍ଡ ଅଭୟାରଣ୍ୟର କାଠ ଏବେ ସ୍ବର୍ଗଦ୍ୱାର ଓ ଶ୍ରୀମନ୍ଦିର ରୋଷଘର ପାଇଁ ଯିବ। ବାତ୍ୟା ‘ଫନୀ’ରେ ନଷ୍ଟ ହୋଇଥିବା ୧୫ ଲକ୍ଷ କୁଇଣ୍ଟାଲ…

5 years ago

ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା: ପରୀକ୍ଷା ଦେବାକୁ ଯିବା ବାଟରେ ଜଣେ ଛାତ୍ରୀ ମୃତ, ଦୁଇ ଆହତ

ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।…

5 years ago