ରାଜ୍ୟ

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ

ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ…

5 years ago

ଆଇନରେ ପରିଣତ ହେଲା ସିଏବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଦ୍ରକର ମୁସଲମାନ ପ୍ରତିନିଧି ଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ନାଗରିକତ୍ୱ(ସଂଶୋଧନ) ବିଲ୍‌(ସିଏବି) ଆଇନରେ ପରିଣତ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭଦ୍ରକ ଜିଲା ଚଉଦ ମହଲା ମୁସଲମାନ ପ୍ରତିନିଧି ଦଳ ଭେଟିଛନ୍ତି। ସେମାନେ…

5 years ago

ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର…

5 years ago

ଶ୍ରୀମନ୍ଦିର ଯିବ ବାଲୁଖଣ୍ଡ ଅଭୟାରଣ୍ୟ କାଠ: ମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପୁରୀ ଜିଲା ବାଲୁଖଣ୍ଡ ଅଭୟାରଣ୍ୟର କାଠ ଏବେ ସ୍ବର୍ଗଦ୍ୱାର ଓ ଶ୍ରୀମନ୍ଦିର ରୋଷଘର ପାଇଁ ଯିବ। ବାତ୍ୟା ‘ଫନୀ’ରେ ନଷ୍ଟ ହୋଇଥିବା ୧୫ ଲକ୍ଷ କୁଇଣ୍ଟାଲ…

5 years ago

ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା: ପରୀକ୍ଷା ଦେବାକୁ ଯିବା ବାଟରେ ଜଣେ ଛାତ୍ରୀ ମୃତ, ଦୁଇ ଆହତ

ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।…

5 years ago

କଟକରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସର ତଦନ୍ତ, ସନ୍ଦେହ ଘେରରେ ଘର ବାହାରେ ଥିବା ଜୋତା

କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି।…

5 years ago

ସାଇକେଲ ଚଢି ଅଫିସ୍‌ ଆସିଲେ ବିଏମ୍‌ସି, ବିଡିଏ କର୍ମଚାରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ ନିମନ୍ତେ…

5 years ago

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର

ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ…

5 years ago

ମାହାଙ୍ଗା, ସାଲେପୁର ବିଦ୍ୟୁତ୍‌ ସେବା ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ମାହାଙ୍ଗା ଏବଂ ସାଲେପୁର ନିର୍ବାଚନମଣ୍ଡଳୀରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଣ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ…

5 years ago

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ…

5 years ago