ରାଜ୍ୟ

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି ଶୀତ…

5 years ago

ଅଧାରେ ଲଟକିଛି ସାଗରମାଳା ପ୍ରକଳ୍ପ: ୭୦୦ କୋଟି ଟଙ୍କାର ପ୍ରକଳ୍ପକୁ ମିଳୁନି କେନ୍ଦ୍ରର ଅନୁମୋଦନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ସମୁଦ୍ର ଉପକୂଳର ବିକାଶ କରାଯିବ। ବନ୍ଦରଗୁଡ଼ିକର ଆଧୁନିକୀକରଣ, ଭିତ୍ତିଭୂମିର ଉନ୍ନତି, ବନ୍ଦରକୁ ଯୋଗାଯୋଗର ବିକାଶ, ମତ୍ସ୍ୟଜୀବୀ, ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ରହୁଥିବା ଲୋକ ଏବଂ ସମୁଦ୍ରକୂଳ ଶିଳ୍ପାଞ୍ଚଳର…

5 years ago

ସ୍ତ୍ରୀଙ୍କ ଶାଢ଼ିରେ ଝୁଲି ଆତ୍ମହତ୍ୟା କଲେ ସ୍ବାମୀ: ଦ୍ୱିତୀୟ ବିବାହକୁ କେନ୍ଦ୍ରକରି ଲାଗି ରହିଥିଲା ଅଶାନ୍ତି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ କେନ୍ଦ୍ର କରି ପରିବାରରେ ଲାଗି ରହିଥିବା ଅଶାନ୍ତି ଶେଷରେ ଉଗ୍ର ରୂପ ନେଇଛି। ସ୍ତ୍ରୀଙ୍କ ପିନ୍ଧା ଶାଢ଼ୀରେ ଝୁଲି ଆତ୍ମହତ୍ୟା କରିଛନ୍ତି…

5 years ago

ଡିଏଭି ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନୋଟିସ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ବୁଧବାର ଡିଏଭି ଆଞ୍ଚଳିକ ନିର୍ଦ୍ଦେଶକ କେସି ଶତପଥୀଙ୍କୁ ନୋଟିସ ଜାରି କରାଯାଇଛି। ୨୦୧୮-୧୯, ୨୦୧୯-୨୦ ବର୍ଷରେ…

5 years ago

ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି। ଶ୍ରେଣୀକକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷାଦାନ ଉପରେ ସୀମିତ ନ ରହି ଛାତ୍ରୀଛାତ୍ରଙ୍କ…

5 years ago

କଂଗ୍ରେସର କଟାକ୍ଷ: ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌-୨୦୧୯ ପାସ୍‌ ହେବା ପରେ ବୁଧବାର ରାଜ୍ୟ ସଭାରେ ଆଗତ କରାଯାଇଛି। ଏହାକୁ ବିଜେଡି ପକ୍ଷରୁ ସମର୍ଥନ କରାଯିବା ପରେ…

5 years ago

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଛତିଶଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଜନଜାତି ନୃତ୍ୟ ଉତ୍ସବରେ ଯୋଗଦେବାକୁ ଗୃହମନ୍ତ୍ରୀ…

5 years ago

ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବି: ଧାରଣାରେ ବସିଲେ ଛାତ୍ରୀ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ବୁଧବାର କଲେଜ ସମ୍ମୁଖ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଧାରଣାରେ…

5 years ago

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ କମିଶନର…

5 years ago

ଭୂତ ଭୟ: ସ୍କୁଲ ହଷ୍ଟେଲ ଛାଡ଼ିଲେ ୪୦ ଛାତ୍ରୀଛାତ୍ର

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଭଅଁରପୁର ପ୍ରାଥମିକ ବିଦ୍ୟାଳୟର ସ୍ବଳ୍ପବ୍ୟୟ ଆବାସିକ ହଷ୍ଟେଲରେ ଅଭାବନୀୟ ଘଟଣା ଘଟିଛି। ଭୂତ ଭୟରେ ହଷ୍ଟେଲରେ ଥିବା ସମସ୍ତ ଛାତ୍ରୀଛାତ୍ର…

5 years ago