ରାଜ୍ୟ

କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ କରିଛନ୍ତି।…

5 years ago

ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ରେକର୍ଡ: ବଢ଼ୁଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫…

5 years ago

ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ…

5 years ago

ପିସିସି ସଭାପତି ପରିବର୍ତ୍ତନକୁ ନେଇ ଧାଁଦୌଡ଼

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱଶୂନ୍ୟ କରିବା ଲାଗି ଦଳ ଭିତରେ କନ୍ଦଳ ଉଗ୍ରରୂପ ନେଲାଣି। ନିରଞ୍ଜନଙ୍କ ବିରୋଧରେ ଗୋଟିଏ ଗୋଷ୍ଠୀ…

5 years ago

୨୦ ଖଣି ପାଇଁ ସାନି ଟେଣ୍ଡର ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏ ନେଇ ଶୁକ୍ରବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

5 years ago

ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଏହି ସମସ୍ତ…

5 years ago

ସତ୍ୟ ଜାଣିବାର ଶକ୍ତି ରାଧାନାଥଙ୍କର ଥିଲା: ତଥାଗତ

କଟକ ଅଫିସ, ୭।୧୨: କେଉଁଟା ସତ କେଉଁଟା ମିଛ ତାହା ଜାଣିବାର ଶକ୍ତି ରାଧାନାଥ ରଥଙ୍କ ପାଖରେ ଥିଲା। ସେ ଜଣେ ବ୍ୟକ୍ତି ନ ଥିଲେ, ସେ…

5 years ago

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ।…

5 years ago

ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ…

5 years ago

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍‌ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ ସେଥିପାଇଁ…

5 years ago