ରାଜ୍ୟ

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି…

5 years ago

ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା।…

5 years ago

ପ୍ରହଲ୍ଲାଦ ନାଟକର ଶାସ୍ତ୍ରୀୟ ଉପସ୍ଥାପନାରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ,୫ା୧୨(ଡି.ଏନ.ଏ.): ସୂର୍ଯ୍ୟମନ୍ଦିର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ଚାଲିଥିବା କୋଣାର୍କ ଉତ୍ସବର ଚତୁର୍ଥ ସାରେ କଳାକାରମାନେ କୁଚିପୁଡ଼ି ଓ ଓଡ଼ିଶୀରେ ଦେଶଭକ୍ତି ଓ ପୁରାଣର ପ୍ରସଙ୍ଗ ନିଖୁଣ ଉପସ୍ଥାପନ…

5 years ago

ସ୍ମାର୍ଟ ସିଟିରେ ଡିଜିଟାଲ କିଓସ୍କ: ଗୋଟିଏ ସ୍ଥାନରେ ଏକାଧିକ ନାଗରିକ ସେବା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ରାଜଧାନୀରେ ନାଗରିକଙ୍କୁ ଗୋଟିଏ ସ୍ଥାନରେ ସମସ୍ତ ସେବା ଯୋଗାଇ ଦେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ସହରର ୭୫ଟି ସ୍ଥାନରେ…

5 years ago

ବିଓଆଇର ‘ହର ଘର ଦସ୍ତକ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୫ା୧୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହରଘର ଦସ୍ତକ ଅଭିଯାନ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ବ୍ୟାଙ୍କର ମହାପ୍ରବନ୍ଧକ ଅଜିତ କୁମାର ମିଶ୍ର,…

5 years ago

ବେଆଇନ ଭାବେ ଟ୍ରେନ୍‌ ଟିକେଟ ବିକ୍ରି, ୭ ଗିରଫ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ବ୍ୟକ୍ତିଗତ ଆଇଆର୍‌ସିଟିସି ଆକାଉଣ୍ଟରେ ଟିକଟ କାଟି ବିକୁଥିବା ୭ ଜଣ ଏଜେଣ୍ଟଙ୍କୁ ଆର୍‌ପିଏଫ୍‌ ଗିରଫ କରିଛି। ଗତ ମାସ ୨୮ ତାରିଖରୁ ବୁଧବାର ମଧ୍ୟରେ…

5 years ago

ଖଣ୍ଡଗିରି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପରେ ଭୁବନେଶ୍ୱରରେ ଲଜ୍ଜା। ଖଣ୍ଡଗିରି ଥାନାଞ୍ଚଳରେ ଜଣେ ଯୁବତୀଙ୍କୁ ହୋଇଛି ବଳାତ୍କାର। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

5 years ago

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ…

5 years ago

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା…

5 years ago

କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା

ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା…

5 years ago