ରାଜ୍ୟ

ରିମାଣ୍ଡରେ ଆସିବେ ପୁରୀ ଗଣବଳାତ୍କାର ଅଭିଯୁକ୍ତ, ପୀଡ଼ିତାଙ୍କୁ ମିଳିବ ୫ଲକ୍ଷ ଟଙ୍କାର ସହାୟତା: ଏସ୍‌ପି

ପୁରୀ ଅଫିସ,୪।୧୨: ପୁରୀ ଗଣବଳାତ୍କାର ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ। ଜେଲରେ ଥିବା ୨ ଅଭିଯୁକ୍ତଙ୍କୁ ୭ ଦିନ ରିମାଣ୍ଡ ପାଇଁ ଆବେଦନ କରାଯିବ…

5 years ago

ପୁରୀ ଗଣବଳାତ୍କାର ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି: ଛାତ୍ର କଂଗ୍ରେସ ପକ୍ଷରୁ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱର ସରକାରୀ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ…

5 years ago

କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା: ମନ୍ତ୍ରୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆଉ କୋହଳ ହେବନାହିଁ ଟ୍ରାଫିକ୍‌ ଜରିମାନା। ଏବେ ଲୋକମାନେ ସଚେତନ ହେବା ଆରମ୍ଭ କଲେଣି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ତେବେ ଆସନ୍ତା…

5 years ago

ଭାଜପା ମହିଳା ମୋର୍ଚ୍ଚାର ନବୀନ ନିବାସ ଘେରାଉ ଉଦ୍ୟମ: ହଡ଼ବଡେଇଲା ପୋଲିସ, ଅଟକାଇବାବେଳେ ରାସ୍ତାରେ ଶୋଇଲେ ମହିଳା କର୍ମୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି ଭାଜପା ମହିଳା ମୋର୍ଚ୍ଚା। ମଙ୍ଗଳବାର ଉଭୟ କଂଗ୍ରେସ ଓ ଭାଜପା ପକ୍ଷରୁ ପୁରୀ ପୀଡ଼ିତାଙ୍କୁ…

5 years ago

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା ପୋଲିସ…

5 years ago

ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌ ଦିଲ୍ଲୀରୁ…

5 years ago

ବରୁଣେଇ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଗଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪।୧୨: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ପର୍ଯ୍ୟଟନ କ୍ଷେତ୍ର ବରୁଣେଇ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଦାନ ବାକ୍ସ ଭାଙ୍ଗି ଟଙ୍କା…

5 years ago

ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର

ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି…

5 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି।…

5 years ago

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ ୧୦…

5 years ago