ରାଜ୍ୟ

ମଧ୍ୟାହ୍ନଭୋଜନ ଦିଗହରା: ଭାତ ବଦଳରେ ମିଳିଲା ବିସ୍କୁଟ

ସଜନାଗଡ଼, ୪।୧୨(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟର ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା…

5 years ago

ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର…

5 years ago

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍‌ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର…

5 years ago

ଧାରଣା ସ୍ଥଳରେ ଟଳିପଡିଲେ ଶିକ୍ଷକ: ମୟୂରଭଞ୍ଜ ଜିଲା ଗଣଶିକ୍ଷକ ସଂଘ ସଭାପତି ଥିଲେ; ଅଧୁରା ରହିଗଲା ଦାବି ପୂରଣ

ଭୁବନେଶ୍ୱର,୨ା୧୨(ବ୍ୟୁରୋ)/କୁଆମରା/ଖୁଣ୍ଟା(ଡି.ଏନ୍‌.ଏ) - ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା…

5 years ago

ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା ପ୍ରଶାସନ…

5 years ago

ପରିବେଶ ପର୍ଯ୍ୟଟନ ଗ୍ରାମ ବାଢୁନଝରିଆ ସରଫଗଡ : ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଜମୁଛି ଗହଳି

ଲେଫ୍ରିପଡା, ୩।୧୨(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ଗିରିଙ୍ଗକେଲା ପଞ୍ଚାୟତର ବାଢୁନଝରିଆ ଗ୍ରାମରେ ରହିଛି ସରଫଗଡ ପରିବେଶ ପର୍ଯ୍ୟଟନ ସ୍ଥଳୀ। ସ୍ଥାନୀୟ ଜିଲା ପ୍ରଶାସନ ପକ୍ଷରୁ…

5 years ago

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ…

5 years ago

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ ଅଭିଯୋଗ…

5 years ago

ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ…

5 years ago

‘ଫନୀ’ ପାଇଁ ୪୬୭୯ କୋଟିର ସହାୟତା, ‘ବୁଲ୍‌ବୁଲ’ ପାଇଁ ଓଡ଼ିଶାକୁ ମିଳିଲା ୫୫୨ କୋଟି

ଭୁବନେଶ୍ୱର,୩୧୨(ବ୍ୟୁରୋ): ଲୋକ ସଭାରେ ମଙ୍ଗଳବାର ବାତ୍ୟା ‘ଫନୀ’ ସହାୟତା ପ୍ରସଙ୍ଗ ଉଠିଛି। ଜୁଏଲ ଓରାମଙ୍କ ପ୍ରଶ୍ନରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଉତ୍ତର ଦେଇ କହିଛନ୍ତି,…

5 years ago