ରାଜ୍ୟ

ଧରାକୋଟରେ ଆନ୍ଧ୍ର ପୋଲିସର ଚଢ଼ାଉ: ଗଞ୍ଜେଇ ଚାଲାଣକାରୀଙ୍କୁ କୋର୍ଟରେ ହାଜର ନିର୍ଦ୍ଦେଶ

ଧରାକୋଟ,୨୬ା୧୧(ଡି.ଏନ.ଏ.)-ଧରାକୋଟ ଥାନା ବାଦଗଡ଼ ଗ୍ରାମର ୨ ଜଣ ଯୁବକଙ୍କୁ ବେଆଇନ୍‌ ଗଞ୍ଜେଇ ଚାଲାଣ ଅଭିଯୋଗରେ ଆନ୍ଧ୍ର ଜିଆରପି (ବିଜୟଓ୍ବାଡ଼ା) ପୋଲିସ ନଂ. ୮୬/୧୩ ଅନୁଯାୟୀ କୋର୍ଟଚାଲାଣ କରିଥିଲା।…

5 years ago

ଇସ୍ତଫାପତ୍ର ଫେରାଇବାକୁ ଅଧ୍ୟକ୍ଷଙ୍କ ଦରଖାସ୍ତ ଧମକକୁ ଡରି ଦେଇଥିଲି ଇସ୍ତଫା: ସୂର୍ଯ୍ୟନାରାୟଣ

ପୁରୁଷୋତ୍ତମପୁର, ୨୬ା୧୧ (ଡି.ଏନ.ଏ.)-ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତିଗତ କାରଣ ଦର୍ଶାଇ ଅକ୍ଟୋବର ୨୫ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ…

5 years ago

ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରରେ…

5 years ago

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ ଉକ୍ତ…

5 years ago

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ…

5 years ago

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ ମାମଲା…

5 years ago

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ…

5 years ago

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା…

5 years ago

ଓଏସ୍‌ସିଏଚ୍‌ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍‌ସିଏଚ୍‌ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ…

5 years ago

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି…

5 years ago