ରାଜ୍ୟ

ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବିରେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଏ ସମ୍ପର୍କିତ ପ୍ରସ୍ତାବ…

5 years ago

ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି: ନିରଞ୍ଜନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି। ଏନେଇ ଶୁକ୍ରବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ପର୍ଯ୍ୟବେକ୍ଷକମାନେ ଜିଲା ଗସ୍ତ…

5 years ago

ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ…

5 years ago

ଦୁର୍ଘଟଣାରୁ ବର୍ତ୍ତିଲା ଦୁରନ୍ତ ଏକ୍ସପ୍ରେସ

ରୂପସା,୨୨।୧୧(ଡି.ଏନ୍‌.ଏ.): ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳଜଙ୍କଶନରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଅପ୍‌ଲାଇନ୍‌ରେ ଯାଉଥିବା ହାଓ୍ବଡା-ଯଶବନ୍ତପୁର ଦୂରନ୍ତ ଏକ୍ସପ୍ରେସ ଟ୍ରେନ୍‌…

5 years ago

ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି।…

5 years ago

ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍‌ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ…

5 years ago

ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ…

5 years ago

ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

5 years ago

ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର ପରିଚୟ…

5 years ago

ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା

ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍‌ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ…

5 years ago