ରାଜ୍ୟ

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ…

5 years ago

୧୧ ଆହାର କେନ୍ଦ୍ରକୁ ଆଇଏସଓ ମାନ୍ୟତା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଥିବା ୧୧ ଆହାର କେନ୍ଦ୍ରକୁ ଇଣ୍ଡରନ୍ୟାଶନାଲ ଅର୍ଗାନାଇଜେଶନ ଅଫ୍‌ ଷ୍ଟାଣ୍ଡାର୍ଡାଇଜେଶନ (ଆଇଏସ୍‌ଓ) ମାନ୍ୟତା ମିଳିଛି। ଏଗୁଡ଼ିକ ହେଲା କ୍ୟାପିଟାଲ ହସ୍ପିଟାଲ…

5 years ago

ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍‌ ମେଳା: ୪୦୦ ଷ୍ଟଲ୍‌ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ ରାଜ୍ୟ…

5 years ago

ମନ ମୋହିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୧୧: ବାଲିଯାତ୍ରାର ଅନ୍ତିମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ମହାନଦୀ ମଞ୍ଚରେ ଓଡ଼ିିଶାର ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ବିଭିନ୍ନ…

5 years ago

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ ୯…

5 years ago

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…

5 years ago

ରାଜ୍ୟସ୍ତରୀୟ ଡ. ହରେକୃଷ୍ଣ ଜୟନ୍ତୀ: ଗୁଆଝରରେ ୫୧ ପାଇକ ଆଖଡ଼ା ଦଳ

ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ୍‌.ଏ.): ବୁଧବାର ଡ. ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗୁଆଝରରେ ରାଜ୍ୟର ୫୧ ପାଇକ ଆଖଡା ଦଳ ସେମାନଙ୍କର ସମରକଳା ପ୍ରଦର୍ଶନ କରିଥିଲେ।…

5 years ago

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ

ପୁରୀ ଅଫିସ/କୋଣାର୍କ(ଡି.ଏନ୍‌.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଅଧିକ…

5 years ago

ଅଭୟ ନୂଆ ଡିଜିପିି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୟ କୁମାର ଶର୍ମାଙ୍କୁ ବୁଧବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପଦରୁ ହଟାଇ ଦେଇଛନ୍ତି। ନୂଆ ଡିଜିପି ଭାବେ ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର…

5 years ago

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ…

5 years ago