ରାଜ୍ୟ

ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ ଗିରଫ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ…

5 years ago

ଭିଜିଲାନ୍ସ ହାତରେ ବିଞ୍ଝାରପୁରର ଏଏସ୍‌ଆଇ

ବିଞ୍ଝାରପୁର,୧୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଜାରପୁର ଥାନାର ଏଏସ୍‌ଆଇ ଯୁଧିଷ୍ଟର ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଥାନା କେଶ ନଂ ୩୭/୧୯ରେ ଚାର୍ଜସିଟ୍‌ କୋହଳ କରିବାକୁ ବାଇଧର ମଲ୍ଲିକଙ୍କ…

5 years ago

ଶ୍ରୀଲିଙ୍ଗରାଜଙ୍କ ଜବରଦଖଲ ଜମି ଉଚ୍ଛେଦ ନେଇ ରାଜ୍ୟପାଳଙ୍କୁ ଦାବିପତ୍ର: ସିବିଆଇ ତଦନ୍ତ ଦାବି କଲା ଏକାମ୍ର ଜନଜାଗରଣ ମଞ୍ଚ

ପୁରୁଣା ଭୁବନେଶ୍ୱର, ୧୩। ୧୧ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଏକର ଏକର ଜମି ଜବରଦଖଲକାରୀଙ୍କ କବ୍‌ଜାରେ। ଶହ ଶହ ଏକରରୁ ହାତଗଣତି କେବଳ ଠାକୁରଙ୍କ ନୀତିକାନ୍ତି ପାଇଁ…

5 years ago

ରାୟଗଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ମୁନିଗୁଡା,୧୪।୧୧: ରାୟଗଡ଼ା କଳାହାଣ୍ଡି ସୀମା ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କାର୍କାମାର୍କା ଜଙ୍ଗଲରେ ବୁଧବାର ବିଳମ୍ବିତ ରାତିରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ମିଳିତ ସର୍ଚ୍ଚ ଅପରେଶନ…

5 years ago

ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍‌ସିକ୍‌ ଟିମ୍‌ର ଯାଞ୍ଚ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍‌କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ମହିଳା…

5 years ago

କଟାଗୋଡ଼ର ରହସ୍ୟ ଖୋଜି ପାଉନି ପୋଲିସ: ଆଜି ଫରେନ୍‌ସିକ୍‌ ଲାବ୍‌କୁ ପଠାଯିବ ନମୁନା

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ବରମୁଣ୍ଡା ଓଭରବ୍ରିଜ୍‌ ଶଙ୍ଖ ନିକଟ ଓୟୁଏଟି ନାଳରୁ ମଙ୍ଗଳବାର ଜଣେ ମଣିଷର କଟାଗୋଡ଼ ମିଳିଥିଲା। ଆଣ୍ଠୁ ତଳକୁ ମାଂସ ରହିଥିବାବେଳେ ଉପର ଅଂଶଟି କେବଳ…

5 years ago

ଗଙ୍ଗୁଆ ପାଇଁ ହେବ ଆନ୍ଦୋଳନ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ଦିନେ ଭୁବନେଶ୍ୱର ଓ ଉପକଣ୍ଠ ଅଞ୍ଚଳବାସୀଙ୍କ ଜୀବନରେଖା ଥିବା ଐତିହ୍ୟ ନଦୀ ଗନ୍ଧବତୀ ଏବେ ଗଙ୍ଗୁଆ ନାଳରେ ପରିବର୍ତ୍ତନ ହୋଇଛି। ସହରର ଆବର୍ଜନା ଓ…

5 years ago

ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ

କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି…

5 years ago

ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ ସଂଯୁକ୍ତା…

5 years ago

୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭ ଏବଂ…

5 years ago