ରାଜ୍ୟ

ନୂତନ ଖାଉଟି ସୁରକ୍ଷା ଆଇନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି:ରାଜ୍ୟ ସ୍ବାର୍ଥକୁ ଗୁରୁତ୍ୱ ଦେଇ ନିୟମାବଳୀ କର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଖାଉଟି ସୁରକ୍ଷା ଆଇନ ୧୯୮୬ ବଦଳରେ କେନ୍ଦ୍ର ସରକାର ନୂତନ ଖାଦ୍ୟ ସୁରକ୍ଷା ଆଇନ-୨୦୧୯ ପ୍ରଣୟନ କରିଛନ୍ତି। ଏହି ଆଇନ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ନିୟମାବଳୀ ପ୍ରସ୍ତୁତ…

5 years ago

ଭିତୋଲ ଗ୍ରୁପ ମୁଖ୍ୟଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତ-ଓପେକ୍‌ ଭାଗୀଦାରିକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍‌ ମିଲ୍ଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଭିତୋଲ ଗ୍ରୁପ କମ୍ପାନୀକୁ ତୈଳ ଓ…

5 years ago

ନେତାଙ୍କ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପ୍ରସଙ୍ଗ:କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗ ସଂକ୍ରାନ୍ତୀୟ ଏକ ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ପକ୍ଷରୁ ଓଡ଼ିଶା ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ…

5 years ago

ଆଜି ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର…

5 years ago

କୃଷି, ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବ କଂଗ୍ରେସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):କୃଷି, କୃଷକ ସମସ୍ୟା, ବେକାରି, ଆଇନଶୃଙ୍ଖଳା, ନାରୀ ସୁରକ୍ଷା, ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଅପରାହ୍ନରେ ବିଧାନସଭା…

5 years ago

ମାଟିଆଗୁଣ୍ଡି ପୋକ ଫସଲ ଉଜାଡ଼ିଲା:ଧାନ କ୍ଷେତରେ ନିଆଁ ଲଗାଇଲେ ଚାଷୀ

କର୍ଲାମୁଣ୍ଡା,୧୩।୧୧(ଡି.ଏନ.ଏ.):ବର୍ଷକର ଧାନ ଅମଳ ହେବା ପୂର୍ବରୁ ଲାଗିଲା ରୋଗ ପୋକ। ବିପିଏଚ୍‌ ରୋଗ ଲାଗି ପ୍ରାୟ ୧ ଏକର ସ୍ବର୍ଣ୍ଣ ଧାନ ଚାଷ ସମ୍ପୂର୍ଣ୍ଣ ଉଜୁଡିଗଲା। ଏକାଧିକବାର…

5 years ago

ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତଙ୍କୁ ବିଦ୍ୟୁତ୍‌ ସେବା ଲକ୍ଷ୍ୟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବାତ୍ୟା ବୁଲ୍‌ବୁଲ୍‌ ଦ୍ୱାରା ପ୍ରାୟ ୧୬ ଲକ୍ଷ ବିଦ୍ୟୁତ୍‌ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ବାତ୍ୟା କମିବାର ଦିନକ ମଧ୍ୟରେ ପ୍ରାୟ ୧୫ ଲକ୍ଷ ଉପଭୋକ୍ତାଙ୍କୁ ପୂର୍ବବତ ସୁବିଧା…

5 years ago

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ:‘ଇଣ୍ଡୋନେସିଆ କ୍ୟାଲେଣ୍ଡରରେ ରହିବ ବାଲିଯାତ୍ରା’

କଟକ ଅଫିସ, ୧୩-୧୧:ଓଡ଼ିଶା ହେଉଛି ଇଣ୍ଡୋନେସିଆବାସୀଙ୍କ ଦ୍ୱିତୀୟ ଘର। ଓଡ଼ିଶା ସହିତ ଆମର ସମ୍ପର୍କ ଅତି ନିବିଡ଼। ବାଣିଜି୍ୟକ, ଆଧ୍ୟାତ୍ମିକ କ୍ଷେତ୍ରରେ ଓଡ଼ିଶା ସହିତ ଇଣ୍ଡୋନେସିଆର ଅନେକ…

5 years ago

ଜଗା-କାଳିଆ ଅସ୍ତ୍ରୋପଚାର:‘ଲିମ୍‌କା ବୁକ୍‌’ରେ ସ୍ଥାନ ପାଇଲା

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କଠାରେ ହୋଇଥିବା ଅସ୍ତ୍ରୋପଚାର ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡ୍‌ସର ୨୦୨୦ ସଂସ୍କରଣ ପାଇଁ ସ୍ଥାନ ପାଇଛି। ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡା.…

5 years ago

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।…

5 years ago