ରାଜ୍ୟ

ବୁଧବାର ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର…

5 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ପରିବାର…

5 years ago

ବୁଧବାର ବନକଲାଗି: ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ…

5 years ago

ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ ଶାନ୍ତି…

5 years ago

କଦଳୀ ପଟୁଆ ଓ ସୋଲ ଡଙ୍ଗାରେ ଉଚ୍ଛୁଳିଲା ବେଳାଭୂମି, ପୁଷ୍କରିଣୀ

ପୁରୀ ଅଫିସ, ୧୨ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମଙ୍ଗଳବାର ଡଙ୍ଗା ଭସା ଏବଂ ଠାକୁରଙ୍କ ଦର୍ଶନ ସହ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି ବ୍ରତଧାରୀ। ଉତ୍କଳୀୟ ନୌବାଣିଜ୍ୟ…

5 years ago

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା ଭସାଇଛନ୍ତି…

5 years ago

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖ ଅର୍ଥାତ୍‌ ବୁଧବାରରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏ ନେଇ ମଙ୍ଗଳବାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ପୋଲିସ…

5 years ago

ଗାଁରେ ଉଚ୍ଚା ଘର ପାଇଁ ନେବାକୁ ପଡ଼ିବ ଅନୁମତି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଏଣିକି ସହରପରି ଗାଁରେ ମନଇଚ୍ଛା ଘର କରିହେବ ନାହିଁ। ସେଥିପାଇଁ ପଞ୍ଚାୟତ ସମିତିର ଅନୁମତି ନେବାକୁ ପଡ଼ିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଗେଜେଟରେ…

5 years ago

ଚିକିତ୍ସା ପାଇଁ ଡାକ୍ତରଖାନା ନେବାରେ ବିଳମ୍ବ: ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଯବାନ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ):  ରାଜ୍ୟକୁ ସୁରକ୍ଷା ଦେଉଥିବା ଜଣେ ଯବାନ ଏବେ ଅସୁରକ୍ଷିତ। ବ୍ରେନ୍‌ ଷ୍ଟ୍ରୋକ୍‌ର ଶିକାର ହୋଇଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ଠିକ୍‌ ସମୟରେ ମେଡିକାଲ ନିଆ ନ…

5 years ago

ଓଡ଼ିଶା ଫେଷ୍ଟରେ ସୁଦାମଙ୍କ ବାଲୁକା କଳା

ପୁରୀ ଅଫିସ, ୧୨।୧୧: ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ମୁମ୍ବାଇରେ ଆୟୋଜିତ ଓଡ଼ିଶା ଫେଷ୍ଟରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ ବାଲୁକା କଳା ଏବଂ ସ୍ୟାଣ୍ଡ ଆନିମେଶନ…

5 years ago