ରାଜ୍ୟ

ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ

ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ ମଧ୍ୟ…

5 years ago

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ।…

5 years ago

ବୁଲ୍‌ବୁଲ୍‌ ପ୍ରଭାବ: ଜଗତ୍‌ସିଂହପୁର ଜିଲାର ଧାନ,ପରିବା ଫସଲ ଅଧିକ କ୍ଷତିଗ୍ରସ୍ତ

ଜଗତ୍‌ସିଂହପୁର ଅଫିସ,୧୦ା୧୧: ବାତ୍ୟା ବୁଲ୍‌ବୁଲ ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ତଳିଆ ଅଞ୍ଚଳ ଲୋକେ ପ୍ରଭାବିତ ହେବା ସହ ବ୍ୟାପକ ଧାନ ଓ ପନିପରିବା କ୍ଷତିଗ୍ରସ୍ତ ହୋଇଛି। ବିଶେଷକରି…

5 years ago

ସାତକୋଶିଆରେ ପହଞ୍ଚିଲେ ଇଣ୍ଡିଆନ ସ୍କିମର

ଗଣିଆ,୧୦ା୧୧(ଡି.ଏନ.ଏ.): ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରୁଥିବା ବିଦେଶୀ ପକ୍ଷୀ ଇଣ୍ଡିଆନ ସ୍କିମର ପ୍ରତିବର୍ଷ ଭଳି ଚଳିତବର୍ଷ ମହାନଦୀର ବଡମୂଳଠାରେ ଶୁକ୍ରବାର ଦୃଶ୍ୟ…

5 years ago

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ…

5 years ago

ରବି କାନ୍ତ ସ୍ବତନ୍ତ୍ର ଆବାସିକ କମିଶନର ନିଯୁକ୍ତ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ରବି କାନ୍ତଙ୍କୁ ରାଜ୍ୟ ସରକାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନର ସ୍ବତନ୍ତ୍ର ଆବାସିକ କମିଶନର ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)…

5 years ago

ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ…

5 years ago

ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ

ବ୍ରହ୍ମପୁର ଅଫିସ ,୯।୧୧ - ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣି ନାହାନ୍ତି।…

5 years ago

୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି। ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ବିଧାୟକ ଦଳ…

5 years ago

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ ଜଙ୍ଗଲରୁ…

5 years ago