ରାଜ୍ୟ

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି।…

5 years ago

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍‌ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ

ଝାରସୁଗୁଡା ଅଫିସ୍‌/ଲଖନପୁର,୫।୧୧(ଡି.ଏନ୍‌.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍‌ ଡେଭ୍‌ଲପ୍‌ମେଣ୍ଟ କର୍ପୋରେଶନ(ଓଏଫ୍‌ଡିସି)ସୁପରଭାଇଜର୍‌ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ…

5 years ago

ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ

ବିଜେପୁର, ୫।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର…

5 years ago

ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ…

5 years ago

ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି…

5 years ago

ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍‌ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ…

5 years ago

କାନ୍ଥ କହେ କାହାଣୀ: କଳାପାହାଡ଼ ବିଭୀଷିକାର ସାକ୍ଷୀ ‘ମା ଗଡ଼ଚଣ୍ଡୀ’

କଟକ ଅଫିସ, ୫ା୧୧: ପ୍ରାଚୀନ ସହର କଟକ। ଏଠାରେ ରହିଛି ଅନେକ ସଂସ୍କୃତି ଓ ଇତିହାସ। ସହରଟି ଯେତିକି ପୁରୁଣା ତା’ର କାହାଣୀ ମଧ୍ୟ ସେତିକି ପ୍ରାଚୀନ।…

5 years ago

ଅନୁଭୂତିରେ ବାଲିଯାତ୍ରା: ପାଦ ଥକିଯାଏ, ମନ ଥକେନି

କଟକ ଅଫିସ,୫ା୧୧: ବାଲିଯାତ୍ରାରେ ବୁଲିଲେ ପାଦ ଥକି ଯାଏ, ମନ କେବେ ଥକେନି। ଯେହେତୁ ମୁଁ ଜଣେ କଟକବାସୀ, ଏଣୁ ପ୍ରତିବର୍ଷ ବାଲିଯାତ୍ରା ଯିବା ଥୟ। ଏବେ…

5 years ago

ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ

କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି)…

5 years ago

କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

5 years ago