ରାଜ୍ୟ

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ…

5 years ago

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି…

5 years ago

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ…

5 years ago

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ…

5 years ago

ଅମରେଶ ହତ୍ୟା ମାମଲା : ରାଜଧାନୀ ବାହାରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅଧୀନ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପଟେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଆଉ ଜଣଙ୍କୁ ସ୍ବତନ୍ତ୍ର ସ୍କ୍ବାଡ୍‌ ରାଜଧାନୀ…

5 years ago

୧୫ଦିନ ମଧ୍ୟରେ ଖୋଲିବ ନିକୋ ପାର୍କ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦୀର୍ଘ ୬ମାସ ପରେ ପୁଣି ଖୋଲିବ ଭୁବନେଶ୍ୱରର ଏକମାତ୍ର ଥିମ୍‌ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)। ଫନୀରେ କ୍ଷତିଗ୍ରସ୍ତ ହୋଇ ବନ୍ଦ…

5 years ago

ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣ : ୪ ଏୟାର ଇଣ୍ଡିଆ ବିମାନ ବାତିଲ୍‌, ୧୨ଟିର ପଥ ପରିବର୍ତ୍ତନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିଲ୍ଲୀ ବିମାନବନ୍ଦରରେ ପ୍ରଦୂଷଣଜନିତ ଖରାପ ପାଗ ଯୋଗୁ ଏୟାର ଇଣ୍ଡିଆ ରବିବାର ୪ଟି ବିମାନ ବାତିଲ୍‌ କରିଦେଇଛି। (ଏଆଇ୪୬୭/୪୬୮) ଦିଲ୍ଲୀ-ବିଜୟଓ୍ବାଡ଼ା-ଦିଲ୍ଲୀ, (ଏଆଇ୪୭୩/୪୭୪) ଦିଲ୍ଲୀ-ଭୁବନେଶ୍ୱର-ଦିଲ୍ଲୀ, (ଏଆଇ୮୫୩/୮୫୪)…

5 years ago

ଆଇଆର୍‌ସିଟିସି କମାଇବ ରେଳଭଡ଼ା : ମିଳିବ ଅନ୍‌ଲାଇନ ପେମେଣ୍ଟରେ ରିହାତି

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆଇଆର୍‌ସିଟିସି କମାଇବାକୁ ଯାଉଛି ରେଳଭଡ଼ା। ପ୍ରତି ସଂରକ୍ଷିତ ଟିକେଟରେ ଆଦାୟ କରାଯାଉଥିବା ସେବା ଦେୟରେ ଏବେ ଯାତ୍ରୀଙ୍କୁ ରିହାତି ମିଳିବ। ଯାତ୍ରୀ ଟିକେଟ ବୁକିଂ କରିବା…

5 years ago

ଅଭୟାରଣ୍ୟ, ହାତୀ କରିଡର୍‌ ପାଇଁ ବିପଦ ପାଲଟିଛି ଖଣି ଖାଦାନ

ଭୁବନେଶ୍ୱର,୪ା୧୧୧(ବ୍ୟୁରୋ) : ରାଜ୍ୟରେ ଅଭୟାରଣ୍ୟ ଓ ହାତୀ କରିଡର୍‌ ପାଇଁ ବିପଦ ସୃଷ୍ଟି କରୁଛି ଖଣି ଖାଦାନ। ଏନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି।…

5 years ago

୭ରେ ଦିବ୍ୟାଙ୍ଗ ନିଯୁକ୍ତି ମେଳା : ଅଂଶଗ୍ରହଣ କରିବେ ୩୦ ଆଇଟି କମ୍ପାନୀ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିବ୍ୟାଙ୍ଗମାନଙ୍କ ପାଇଁ ରାଜଧାନୀରେ ହେବ ନିଯୁକ୍ତି ମେଳା। ଶାନ୍ତିଧାମ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ମେଳାକୁ ଦେଶ ବିଦେଶର ୩୦ ଆଇଟି କମ୍ପାନୀ ଆସିବେ।…

5 years ago