ରାଜ୍ୟ

ବସ୍‌ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍‌ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା ସାହିର…

5 years ago

ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ…

5 years ago

ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା…

5 years ago

ଘର ତିଆରି ବିଲ୍‌ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ

କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ…

5 years ago

ସୁଧୁରୁନି ବଉଳିଗଡ଼ ବିଦ୍ୟାଳୟ ସମସ୍ୟା:୮ ଶ୍ରେଣୀକୁ ୩ କୋଠରି

ବଅଁରପାଳ, ୨ା୧୧(ଡି.ଏନ.ଏ.) - ବଅଁରପାଳ ବ୍ଲକ ବଉଳିଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଲାଗି ରହିଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…

5 years ago

ଘରକୁ ବାହୁଡ଼ିଲେ ତୁଫାନୀ

ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ…

5 years ago

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର ଶିକାର…

5 years ago

ହଜିଯାଉଛେ ପାରମ୍ପରିକ ମାଛମରା ସାଜୋସାମାନ

  ଜାମଟିକ୍ରା, ୨।୧୧(ଡି.ଏନ୍‌.ଏ.)- ସମିଆ ବଦିଲବାର ସଂଗେ ସବୁ ଜିନିଷର ଦରଦାମ୍‌ ବଢ଼ୁଛେ। ସେନ୍‌ତା ବଜାରରେ ମିଲୁଥିବା ଶାଗ୍‌, ମାଛ୍‌, ପନିପରିବାରେ ବି ଆଗର ଗୁନ୍‌ଧରମ ନଁାଇଁନ।…

5 years ago

ସରକାରୀ ସୁବିଧାରୁ ବଁଚିତ୍‌ ପରିବାର

ଲୋଇସିଂହା, ୨।୧୧(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମି ଗଁାର ବୃନ୍ଦାବନ କର୍ମୀ(୬୧)। ସେ ପକ୍ଷାଘାତ ରୋଗ୍‌ରେ ଖଟେ ପଡ଼ିଛନ୍‌। ଇଆଡ଼େ ବଡ଼ଖା ପୁଓର ଅକାଲ ମୁର୍‌ତୁରେ…

5 years ago

ୱାର୍ଡସଭ୍ୟଙ୍କୁ ଛୁରାମାଡ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧ା୧୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମର ୱାର୍ଡସଭ୍ୟ ଗଣପତି ପାତ୍ରଙ୍କୁ ଶୁକ୍ରବାର ରାତିରେ ଛୁରାମାଡ ହୋଇଛି। ରାତି ପ୍ରାୟ ସାଢେ ୯ ଟାରେ ଗଣପତି…

5 years ago