ରାଜ୍ୟ

ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ ଶୁକ୍ରବାର…

5 years ago

ମତ୍ସଜୀବୀଙ୍କ ଜାଲରେ ପଡ଼ିଲା ମୟୂର ଭଳି ବିରଳ ମାଛ

ରାଜନଗର,୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳର ମତ୍ସଜୀବୀ ମଦନ ଦେବନାଥ ଟ୍ରଲର ଯୋଗେ ସମୁଦ୍ରରେ ମାଛ ଧରୁଥିବା ବେଳେ ଶୁକ୍ରବାର ଏକ ବିରଳ ମାଛ…

5 years ago

ପ୍ରଧାନଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବାଲିଯୋରୀ ଉଚ୍ଚ ପ୍ରାଥମିକ ଉନ୍ନିତ ସ୍କୁଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପ୍ରଧାନଶିକ୍ଷକଙ୍କ ମାଡ଼ରେ ଜଣେ ୫ମ ଶ୍ରେଣୀ…

5 years ago

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା: ପୁଅକୁ ମାରିଦେଇଥିବା ଅଭିଯୋଗ ଆଣିଲା ପରିବାର

ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ ହେଲେ…

5 years ago

ବାଲିଯାତ୍ରାକୁ ମିଳିବ ସରକାରୀ ମାନ୍ୟତା

ଭୁବନେଶ୍ୱର,୧।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ସରକାରୀ ମାନ୍ୟତା ଦିଆଯିବ। ଏହାକୁ ରାଜ୍ୟସ୍ତରୀୟ ପର୍ବ ଭାବେ ପାଳନ କରାଯି। ସରକାରଙ୍କ ନଗର ଉନ୍ନୟନ, ସଂସ୍କୃତ ବିଭାଗ ପକ୍ଷରୁ ଆର୍ଥିକ ସହଯୋଗ…

5 years ago

ଏଥର ସଚିବ ନୁହନ୍ତି, ଭଦ୍ରକ ଜିଲା ଚିକିତ୍ସାଳୟକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭଦ୍ରକ ଅଫିସ,୧।୧୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଶୁକ୍ରବାର ଭଦ୍ରକ ଜିଲା ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ତାଙ୍କ ସହ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ ମାଲିକ,…

5 years ago

ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା: ଅସ୍ତରଙ୍ଗ ଦେବୀମୁହାଁଣରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛଧରା ବନ୍ଦ

କାକଟପୁର,୧।୧୧(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଶୁକ୍ରବାରଠାରୁ ଅସ୍ତରଙ୍ଗ ଦେବୀମୁହାଁଣଠାରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛ ଧରା ଉପରେ ସରକାର କଟକଣା ଜାରି କରିଛନ୍ତି।…

5 years ago

୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ…

5 years ago

ଆଜିଠୁ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ : ଭୁବନେଶ୍ୱରରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍‌ଆଇଏଚ୍‌ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ପାଇଁ ଷ୍ଟାଡିୟମ୍‌…

5 years ago

ଏସ୍‌ସିବି ମେଡିକାଲ : କାଡାଭରିକ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା

କଟକ ଅଫିସ,୧।୧୧: ଏସ୍‌ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍‌ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ…

5 years ago