ରାଜ୍ୟ

ଶିଶୁ କଲ୍ୟାଣ ଅନୁଷ୍ଠାନକୁ ଆର୍ଥିକ ସହାୟତା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିଭିନ୍ନ ଜିଲାର ଶିଶୁ କଲ୍ୟାଣ ଅନୁଷ୍ଠାନଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ପାଇଁ ବୁଧବାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ୩୦ ଜିଲାର…

5 years ago

ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ

ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩ ବର୍ଷୀୟା…

5 years ago

ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା, ଭଣଜା ଅଟକ

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ନେଇ…

5 years ago

ଭଙ୍ଗାଯିବ ୩୫ ବିଧାୟକଙ୍କ କ୍ୱାଟର୍‌, ଖୁବ୍‌ଶୀଘ୍ର ଜାରି ହେବ ନୋଟିସ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାର ବିଧାୟକଙ୍କ ପାଇଁ ତିଆରି ହେବ ଆପାର୍ଟମେଣ୍ଟ। ବିଧାନସଭା ନିକଟରେ ଥିବା ବିଧାୟକ କଲୋନୀର ୩୫ଜଣ ବିଧାୟକଙ୍କ କ୍ୱାଟର ଭଙ୍ଗାଯିବ। ୪ଶହ କୋଟି ଟଙ୍କା…

5 years ago

ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି ସଭାପତି…

5 years ago

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ରାଜ୍ୟ…

5 years ago

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ

ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍‌ଟକ୍‌ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ କରିଥିବା…

5 years ago

୧୮ ଲକ୍ଷ ଟଙ୍କା ଲୁଟ୍‌ର ପର୍ଦ୍ଦାଫାଶ: ଅଭିଯୋଗକାରୀ ନିଜେ ଲୁଟେରା

ଖୁଣ୍ଟୁଣୀ, ୩୦।୧୦(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍‌ ଉପରୁ ଜର୍ଦ୍ଦା କାରଖାନା କର୍ମଚାରୀ…

5 years ago

ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ…

5 years ago

ପୋଖରୀରେ ପଶିଲା ସ୍କୁଲଭ୍ୟାନ୍‌

ଦିଗପହଣ୍ଡି, ୩୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ା ନିକଟସ୍ଥ ପହଁରାବାଡ଼ି ନିକଟରେ ବୁଧବାର ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

5 years ago