ରାଜ୍ୟ

କଟକ: ୧୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୨୪।୧୦: ଗତ ୫ଦିନରେ କଟକ ସହରରେ ମୋଟ ୧୯ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବି ମେଡିକାଲରେ ମୋଟ ୭୦ଜଣ…

5 years ago

ଗ୍ରୀନ୍‌ ଇଣ୍ଡିଆ ଚିଟ୍‌ଫଣ୍ଡ ମାମଲାରେ ଚାର୍ଜସିଟ ଦାଖଲ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ୍‌ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବୁଧବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଜମାକାରୀଙ୍କୁ ଶସ୍ତାରେ ଫ୍ଲାଟ ଓ ଜମି…

5 years ago

ଧାନ ଏମ୍‌ଏସ୍‌ପି ବଢ଼ିଲାନି: ଗହମ ୮୫, ଡାଲି ୩୨୫ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୨୪ା୧୦: କେନ୍ଦ୍ର ସରକାର ୨୦୧୯-୨୦ ଅମଳ ବର୍ଷ ଲାଗି ଗହମ, ଡାଲି ଓ ଅନ୍ୟାନ୍ୟ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି କରିଥିଲାବେଳେ ଧାନ…

5 years ago

ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ମାନ୍ୟତା ଦାବି

କଟକ ଅଫିସ, ୨୪।୧୦: ପ୍ରଥମ ରାଜଧାନୀ ତଥା ହଜାରେ ବର୍ଷର ସହର କଟକ ଏବଂ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏକ ସର୍ବପୁରାତନ ଅଂଶ ଐତିହାସିକ ବାଲିଯାତ୍ରା।…

5 years ago

ବିଜେପୁର ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପଦ୍ମପୁର ଆରଏମ୍‌ସି ପରିସରରେ ଏକ ଗୋଦାମ ହଲର…

5 years ago

ଆସିଲା ଆଇନଜୀବୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ: ଆତ୍ମହତ୍ୟା କରିଛନ୍ତି ଦୀପାଳି

ପୁରୁଣା ଭୁବନେଶ୍ୱର, ୨୪।୧୦ (ଡି.ଏନ୍‌.ଏ.): ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ଘଟଣାରେ ବ୍ୟବଚ୍ଛେଦ ରିପୋର୍ଟ ବୁଧବାର ପୋଲିସର ହସ୍ତଗତ ହୋଇଛି। ସେ ଆତ୍ମହତ୍ୟା କରିଥିବା…

5 years ago

ଦୀପାବଳି ପାଇଁ କମିଶନରେଟ ପୋଲିସର ନିର୍ଦ୍ଦେଶାନାମା ଜାରି: ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ଫୁଟିବ ବାଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଦୀପାବଳି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଦୀପାବଳି ଦିନ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ବାଣ…

5 years ago

କାଜୁ ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ଗୁଣିଗାରେଡ଼ି ସନ୍ଦେହରେ ହୋଇଥିଲା ହତ୍ୟା

ଚୌଦ୍ୱାର,୨୪।୧୦(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଗୋଡଧୁଆ ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଘନ ସୋରେନ(୬୫)ଙ୍କ ମୃତଦେହ ଉଦ୍ଧାର ଘଟଣାର ଚୌଦ୍ୱାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଘନଙ୍କୁ…

5 years ago

ଓଡଗାଁ ଏନ୍‌ଏସି: ଜବରଦଖଲରେ ସରକାରୀ ଜମି, ରାସ୍ତା

ଓଡ଼ଗାଁ,୨୪ା୧୦(ସ୍ବ.ପ୍ର.): ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଦିନକୁ ଦିନ ଘରୋଇ ଜାଗାବାଡି କିଣାବିକାରେ ଅହେତୁକ ଦଲାଲି ବୃଦ୍ଧି ପାଇଛି। ଏଥିଯୋଗୁ ସରକାରୀ ଜାଗାବାଡି, ରାସ୍ତା ପାର୍ଶ୍ୱ, ସରକାରୀ ଅଫିସ…

5 years ago

କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦଶପଲ୍ଲା,୨୪ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବିଦ୍ୟୁତ୍‌ କାର୍ଯ୍ୟାଳୟ (ଫିଡ୍‌କୋ)ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଦେବଦତ୍ତ ସ୍ବାଇଁଙ୍କ ଝୁଲନ୍ତା ମୃତଦେହ ବୁଧବାର ସେ ରହୁଥିବା ଭଡାଘରୁ ଉଦ୍ଧାର କରାଯାଇଛି।…

5 years ago