ରାଜ୍ୟ

ଅଁଳାନବମୀ ପ୍ରଥମ ସମନ୍ବୟ ବୈଠକ: ରାଧାପାଦ ଛୁଁଇବେ ନାହିଁ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ ପାନ୍ଥଶାଳାରେ…

5 years ago

ବିପଦରେ ଶ୍ରୀମନ୍ଦିର ଗର୍ଭଗୃହ

ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି ବର୍ଷତମାମ୍‌…

5 years ago

ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ,…

5 years ago

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ…

5 years ago

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ…

5 years ago

ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି।…

5 years ago

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ…

5 years ago

ଭୁବନେଶ୍ୱରରେ ଇଏସ୍‌ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ…

5 years ago

ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର

ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍‌କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ…

5 years ago

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା…

5 years ago