ରାଜ୍ୟ

ନାଲ୍‌କୋ କଲୋନୀ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ: ଥଇଥାନ ନ ହେଲେ ଆତ୍ମହତ୍ୟା ଚେତାବନୀ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଟିମ ପକ୍ଷରୁ ନାଲ୍‌କୋ କଲୋନୀ ସମ୍ମୁଖରେ ବୁଧବାର ଉଚ୍ଛେଦ ପ୍ରକ୍ରିୟା ଚାଲିଥିଲା। କିନ୍ତୁ ସେଠାକାର ବ୍ୟବସାୟୀମାନେ ପୂର୍ବରୁ କରାଯାଇଥିବା ଥଇଥାନକୁ ପୁଣି ଉଚ୍ଛେଦ…

5 years ago

ଓମ୍‌ବାବାଙ୍କ ନଁ।ରେ ଖଣ୍ଡଗିରି ଥାନାରେ ଅଭିଯୋଗ: ଗିରଫ ନ କଲେ ଅଣ୍ଡାମାଡ଼ ଧମକ ଦେଲା ଯୁବ କଂଗ୍ରେସ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଓମ୍‌ ବାବା। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ…

5 years ago

ଅନାଥାଶ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍‌ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ ଯାଇ…

5 years ago

ଓଡ଼ିଶାରେ ବିରଳ ଟିଆଇପିଏସ୍‌ ସର୍ଜରି

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍‌ ପୋର୍ଟୋସିଷ୍ଟମିକ୍‌ ସଣ୍ଟ(ଟିଆଇପିଏସ୍‌)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍‌ ସିିରୋସିକ୍‌ ଲିଭର୍‌ର ସଫଳ ଚିକିସତ୍ା…

5 years ago

ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା।…

5 years ago

ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍‌ ଖୋଲିବା ମନା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍‌ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍‌କୁ ଲାଗିଛି ଝଟ୍‌କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍‌ ସଂକ୍ରାନ୍ତରେ ଟ୍ରାଫିକ…

5 years ago

ଟୁର୍‌ ଅପରେଟର୍‌ କରିପାରିବେ ଓଡ଼ିଶା ପର୍ଯ୍ୟଟନ ସମ୍ପଦର ପ୍ରଦର୍ଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ):  ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର ଟୁର୍‌…

5 years ago

ଓଡ଼ିଆ ଫିଲ୍ମ ମେକରଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍‌ ଆକ୍‌ନଲେଜ୍‌ମେଣ୍ଟ୍‌ ଇନ୍‌ ୱାର୍କ ଏକ୍ସିଲେନ୍ସ (ଏସ୍‌ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

5 years ago

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ…

5 years ago

ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ…

5 years ago