ରାଜ୍ୟ

ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର

ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍‌ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ ଅନ୍ୟ…

5 years ago

ଭୁବନେଶ୍ୱରରେ ରୋବୋଟିକ୍‌ ରେଷ୍ଟୁରାଣ୍ଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରେଷ୍ଟୁରାଣ୍ଟରେ ଓ୍ବେଟର୍‌ଙ୍କ ସ୍ଥାନରେ ରୋବୋ। ଓଡ଼ିଆରେ କଥା ହେବାସହ ରେଷ୍ଟୁରାଣ୍ଟ ମଧ୍ୟକୁ ସ୍ବାଗତ କରୁଛି। ଅର୍ଡର ନେବା ସହ ଖାଦ୍ୟ ମଧ୍ୟ ପରଷୁଛି। ଗ୍ରାହକଙ୍କ ଭଲମନ୍ଦ…

5 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି…

5 years ago

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ତହସିଲ କାର୍ଯ୍ୟାଳୟ ପରିସରରେ ୨ଗୋଷ୍ଠୀ ଧାରଣା

ରଣପୁର,୧୭।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲ୍‌ରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ଲୋଧାଚୁଆରେ କାର୍ଯ୍ୟରତ ଆରଆଇ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରିବା…

5 years ago

ଅଙ୍ଗନଓ୍ବାଡି ଶିଶୁଙ୍କୁ ନିମ୍ନମାନର ଖାଦ୍ୟ: ଦିଆଗଲା ପୋକଖିଆ, ଫିମ୍ପି ଚାଉଳର ଭାତ

ନୂଆଗାଁ,୧୭।୧୦ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପୋକଖିଆ, ଫିମ୍ପିଲଗା ଚାଉଳର ଭାତ ଦିଆଯାଉଛି। ବୁଧବାର ଏହା ଜଣାପଡିବା…

5 years ago

ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ

ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି…

5 years ago

ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ…

5 years ago

ଭୁବନେଶ୍ୱର ଭିତରେ ଆର୍ମି ପରୀକ୍ଷାକୁ ପୋଲିସର ନା

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ):  ଆଗାମୀ ଦିନରେ ଭୁବନେଶ୍ୱର ଭିତରେ ହୋଇ ନ ପାରେ ଆର୍ମି ପରୀକ୍ଷା। ୧୨୦ ବାଟାଲିୟନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାକୁ ଆସୁଥିବା ପରୀକ୍ଷାର୍ଥୀମାନେ ପାର୍କ,…

5 years ago

ଟ୍ରକ ଧକ୍କାରେ ମହିଳା ମୃତ, ରାସ୍ତାରୋକୋ

ଗୋପାଳପୁର/କନିଷି,୧୬ା୧୦(ଡି.ଏନ.ଏ.):୧୬ନଂ ଜାତୀୟ ରାଜପଥ ରଣ୍ଢାଛକ ନିକଟରେ ରାସ୍ତା ପାର ହେଉଥିବାବେଳେ ଟ୍ରକ ଧକ୍କାରେ ବୁଧବାର ଭୋର ପ୍ରାୟ ୫ଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ,…

5 years ago