ରାଜ୍ୟ

‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଲକ୍ଷେ ଛୁଇଁଲା

ଭୁବନେଶ୍ୱର,୧୬।୧୦(ବ୍ୟୁରେ): ଗୋଟିଏ ଦିନରେ ‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଏକ ଲକ୍ଷ ଛୁଇଁଲା। ସୋମବାର ‘ମୋ ବସ୍‌’ରେ ୧୦୧୮୮୧ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଯାହା ‘ମୋ…

5 years ago

ଜବରଦଖଲ ଉଚ୍ଛେଦ ପାଇଁ ସର୍ଭେ ଆରମ୍ଭ

ପୁରୁଣା ଭୁବନେଶ୍ୱର,୧୬।୧୦ (ଡି.ଏନ.ଏ.):ପୁରୀ ଶ୍ରୀମନ୍ଦିର ଭଳି ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନାମାନ ହେବ। ଅଧିକରୁ ଅଧିକ ପର୍ଯ୍ୟଟକ ଆସିବେ।…

5 years ago

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା…

5 years ago

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ…

5 years ago

ମୁନିଗୁଡାରେ ଲାଗିଲା ମାଓବାଦୀ ପୋଷ୍ଟର, ବ୍ୟାନର୍‌

ମୁନିଗୁଡା,୧୬।୧୦(ଡି.ଏନ.ଏ.):ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକ ନିକଟରେ ବୁଧବାର କିଛି ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ମାଓବାଦୀ ବ୍ୟାନର ଓ…

5 years ago

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ ଚିଆଁ…

5 years ago

ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର…

5 years ago

୮୬ ଛାତ୍ରୀଛାତ୍ରଙ୍କ ଦିନକର ମଧ୍ୟାହ୍ନଭୋଜନ ହେରଫେର, ପ୍ରଧାନ ଶିକ୍ଷକ ନିଲମ୍ବିତ

ରେଢାଖୋଲ,୧୫।୧୦(ଡି.ଏନ.ଏ.):ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ନିଲମ୍ବନ ହୋଇଛନ୍ତି। ୮୬ ଜଣ ଛାତ୍ରୀଛାତ୍ରଙ୍କ ଗୋଟିଏ ଦିନର ମଧ୍ୟାହ୍ନ…

5 years ago

ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍‌ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍‌ ପ୍ଲାଜାଗୁଡ଼ିକରେ ଆର୍‌ଏଫ୍‌ଆଇଡି…

5 years ago

ରେଲ୍‌ଓ୍ବେ ସୁରକ୍ଷା କମିଟି ବୈଠକ:କଡ଼ା ସୁରକ୍ଷାରେ ରହିବ ବଡ଼ ଷ୍ଟେଶନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଟ୍ରେନ ଯାତ୍ରୀ ଓ ରେଲ୍‌ଓ୍ବେ ସମ୍ପତ୍ତିର ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ୫ ବଡ଼ ଷ୍ଟେଶନକୁ ଅତି ସମ୍ବେଦନଶୀଳ ଭାବେ ନିଆଯାଇଛି। ଏହି ଷ୍ଟେଶନଗୁଡିକ କଡ଼ା…

5 years ago