ରାଜ୍ୟ

ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ ପୋଲିସ…

5 years ago

ସରକାରୀ ଡାକ୍ତରଖାନାରେ ଏମିତି ଚାଲିଛି ରୋଗୀସେବା: ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କୁ ଘରୋଇ କ୍ଲିନିକ୍‌ ଯିବା ଲାଗି କହିଲେ ଡାକ୍ତର

ପୁରୀ ଅଫିସ,୧୫।୧୦ : ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କୁ ଜନୈକ ଡାକ୍ତର ଘରୋଇ କ୍ଲିନିକ୍‌ରେ ଚିକିତ୍ସା ଏବଂ…

5 years ago

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ…

5 years ago

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ।…

5 years ago

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌ ଭାବେ…

5 years ago

ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ, ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମଙ୍ଗଳବାର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର…

5 years ago

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ…

5 years ago

ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ ଅଟକ…

5 years ago

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର…

5 years ago

ବିଏମ୍‌ସିର ରାଜସ୍ବ ଚିନ୍ତା

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା ରାଜସ୍ବ…

5 years ago