ରାଜ୍ୟ

ଟିଟୋଙ୍କ ସହଯୋଗୀ ଡାଙ୍ଗ ଗିରଫ: କେନ୍ଦ୍ରାପଡ଼ାର ହୋଟେଲରୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଡାହାଣ ହାତ କୁହାଯାଉଥିବା ସେକ୍‌ ଜାବିଦ୍‌ ଓରଫ ଡାଙ୍ଗଙ୍କୁ ଏସ୍‌ଟିଏଫ୍‌ ଶନିବାର ସକାଳେ କେନ୍ଦ୍ରାପଡ଼ାର ଏକ ହୋଟେଲରୁ ଗିରଫ କରିଛି। ଡାଙ୍ଗଙ୍କ…

5 years ago

ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ…

5 years ago

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

5 years ago

ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍‌ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍‌ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ…

5 years ago

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା।…

5 years ago

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି…

5 years ago

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ।…

5 years ago

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା…

5 years ago

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ…

5 years ago

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି…

5 years ago