ରାଜ୍ୟ

ଜୁନାଗଡ଼ ଗଣବଳାତ୍କାର ମାମଲାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗ ଭିତ୍ତିହୀନ: ଦିବ୍ୟଶଙ୍କର

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଜୁନାଗଡ଼ ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଖଣ୍ଡନ କରିଛନ୍ତି। ଭାଜପା ପକ୍ଷରୁ କରାଯାଇଥିବା…

5 years ago

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ…

5 years ago

ବିଜେପୁର ଉପନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ, ଲୋକମତ ସଂଗ୍ରହ କରିବୁ: ନିରଞ୍ଜନ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏଥିରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ। କେବଳ ଲୋକମତ ସଂଗ୍ରହ କରିବୁ। ନିରାଡ଼ମ୍ବରରେ ନାମାଙ୍କନ ଦାଖଲ କରିବୁ। ବିଜେଡି ଏବଂ…

5 years ago

ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ ଭିତ୍ତିକରି…

5 years ago

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ ସାକ୍ଷାତକାର…

5 years ago

ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ…

5 years ago

କାଳିଆଙ୍କ ଅବସ୍ଥା ଗୁରୁତର: ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

କଟକ ଅଫିସ, ୨୬।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଯମଜ ଶିଶୁ ଜଗା କାଳିଆ। ଗୁରୁବାର କାଳିଆଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ…

5 years ago

୮ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ଭାବେ ପଦୋନ୍ନତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଜ୍ୟର ୮ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପିଭାବେ ପଦୋନ୍ନତି ମିଳିଛି। ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶ୍‌ମେଣ୍ଟ ବୋର୍ଡର ଅନୁମୋଦନକ୍ରମେ ଡିଜିପି ବି.କେ. ଶର୍ମା ଏହି ପଦୋନ୍ନତି ଦେଇଛନ୍ତି।…

5 years ago

ଉପକୂଳ ସୁରକ୍ଷାକୁ ଅଣଦେଖା

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭୁବନେଶ୍ୱର ସମେତ ଦେଶର ୩୦ଟି ପ୍ରମୁଖ ସହର ଆତଙ୍କବାଦୀମାନଙ୍କ ଟାର୍ଗେଟ ଥିବା କେନ୍ଦ୍ର ଗୋଇନ୍ଦା ସଂସ୍ଥା ବୁଧବାର ସୂଚନା ଦେବା ପରେ ବିଭିନ୍ନ ସ୍ଥାନରେ…

5 years ago

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା ରେଡ୍ଡୀ,…

5 years ago