Advertisement

ରାଜ୍ୟ

ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲାପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲା

ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲା

ପାରାଦୀପ,୩।୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ମଙ୍ଗଳବାର ଲାଗିଥିବା ଏକ ଜାହାଜରେ ଦୁଇ କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ପ୍ରାଥମିକ ଯାଞ୍ଚ କରାଯାଇ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା…

5 years ago
ବିଏମ୍‌ସିର ଅଳିଆବୁହା ଗାଡ଼ିକୁ ୩୨,୫୦୦ ଟଙ୍କା ଜରିମାନାବିଏମ୍‌ସିର ଅଳିଆବୁହା ଗାଡ଼ିକୁ ୩୨,୫୦୦ ଟଙ୍କା ଜରିମାନା

ବିଏମ୍‌ସିର ଅଳିଆବୁହା ଗାଡ଼ିକୁ ୩୨,୫୦୦ ଟଙ୍କା ଜରିମାନା

ଭୁବନେଶ୍ୱର,୩।୩(ବ୍ୟୁରୋ): ରାଜ୍ୟରେ ଟ୍ରାଫିକ୍‌ ନିୟମକୁ କଡ଼ାକଡ଼ି କରାଯାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମହାନଗର ନିଗମ (ବିଏମ୍‌ସି)ର ୨ ଗାଡ଼ିକୁ ୩୨ ,୫୦୦ ଟଙ୍କା ଜରିମାନା କରାଯାଇଛି। ମଙ୍ଗଳବାର…

5 years ago
ଦୁଇ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କା ଜରିମାନାଦୁଇ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କା ଜରିମାନା

ଦୁଇ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କା ଜରିମାନା

କଟକ ଅଫିସ,୩।୩: ମାର୍ଚ୍ଚ ପହିଲାଠାରୁ ରାଜ୍ୟରେ ନୂତନ ମୋଟରଯାନ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ପରିବହନ ବିଭାଗ ଏବଂ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ…

5 years ago
ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲାପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲା

ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲା

ପୁରୀ ଅଫିସ,୩।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ସକ୍ଷମ ଯୋଜନା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ…

5 years ago
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ…

5 years ago
ଆଜିଠୁ ଯୁକ୍ତ୨ ପରୀକ୍ଷାଆଜିଠୁ ଯୁକ୍ତ୨ ପରୀକ୍ଷା

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ…

5 years ago
୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

୨୪ ଘଣ୍ଟାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦୁଇ ଦଫାରେ ୬ମାସ କୋହଳ ହେବା ପରେ ରାଜ୍ୟରେ ରବିବାର ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ଲାଗୁ ହୋଇଛି। ହେଲେ ସୋମବାର ଦ୍ୱିତୀୟ…

5 years ago
ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ବର୍ତ୍ତମାନ ପ୍ରତ୍ୟେକ ସ୍କୁଲର ଗୋଟିଏ କ୍ଲାସ ପିଛା ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହାକୁ ସଫଳ କରିବା…

5 years ago
ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ

ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ…

5 years ago
ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ…

5 years ago