ରାଜ୍ୟ

ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ…

5 years ago

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍‌ ଚିହ୍ନଟ; ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୪।୮: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ମେଦାନ୍ତ…

5 years ago

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୨କୁ…

5 years ago

ବସି ଖାଇବେନି, ଖାଲି ପାର୍ସଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢ଼ାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି…

5 years ago

ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ…

5 years ago

କରୋନା ଯୋଦ୍ଧା ଏଏସ୍‌ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍‌ ଅନର ଦେଲା ଗଞ୍ଜାମ ପୋଲିସ

ଛତ୍ରପୁର, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍‌ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର ଠାରେ…

5 years ago

ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ ।…

5 years ago

ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର,୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

5 years ago

ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ: ଟପ୍‌ ଟେନ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୪।୮(ବ୍ୟୁରୋ): ୟୁପିଏସ୍‌ସି (ୟୁନିୟନ ପବ୍ଲିକ ସର୍ଭିସ କମିଶନ) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତ ବର୍ଷ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

5 years ago

ଅଗଷ୍ଟ ୩ୟ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଖାତା…

5 years ago