ରାଜ୍ୟ

ଶବ୍ଦ ପ୍ରଦୂଷଣ ଅଭିଯୋଗ, ୨ ଡିଜେ ଗାଡି ଜବତ ୪୪ ହଜାର ୫ ଶହ ଟଙ୍କା ଜରିମାନା

ଆସିକା,୭ା୯(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ବେଆଇନ ଭାବେ ଶବ୍ଦ ପ୍ରଦୂଷଣ କରୁଥିବା ଅଭିଯୋଗରେ ୨ଟି ଡିଜେ ଗାଡିକୁ ଶୁକ୍ରବାର ପୋଲିସ ଜବତ କରିଛି। ଏ ନେଇ ଦୁଇଟି…

5 years ago

ନାବାଳିକାଙ୍କୁ ବଳାତ୍କାର, ଅଶ୍ଳୀଳ ଫଟୋ ଭାଇରାଲ

ଗୋପାଳପୁର,୭ା୯-ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଏବେ ମଧ୍ୟ ବାଲ୍ୟବିବାହ ଚାଲିଛି। ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ନାବାଳିକା ବିବାହ ପରେ ଗଁ।କୁ ଆସିଥିବାବେଳେ ତାଙ୍କୁ ବଳାତ୍କାର କରାଯାଇଥିବା…

5 years ago

ବିଦ୍ୟୁତ୍‌ ବିଭାଗ ଚଢ଼ାଉକୁ ନେଇ ଉତ୍ତେଜନା

ପରଜଙ୍ଗ, ୬।୯(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନରେ ଶୁକ୍ରବାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଢ଼ାଉକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳର…

5 years ago

ସୁଧୁରୁନି ସହର ପରିମଳ ବ୍ୟବସ୍ଥା:ରାସ୍ତା ପାଲଟିଲାଣି ଡମ୍ପିଂୟାର୍ଡ

ଅନୁଗୋଳ ଅଫିସ, ୭।୯- ସହର ସଫା କରିବାକୁ ଅନୁଗୋଳ ପୌରପାଳିକା ଯେପରି ଯୋଜନା ହୀନ ହୋଇପଡିଛି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାକୁ ପୌର କର୍ତ୍ତୃପକ୍ଷଙ୍କ କୌଣସି ନୀତି…

5 years ago

ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯ ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ…

5 years ago

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ ହୋଇଛନ୍ତି।…

5 years ago

ରୋଗ ଉଜାଡ଼ିଦେଲା ସୁଖ, ଦୟନୀୟ ସ୍ଥିତିରେ ଜୀବନ: ଦୁଇ ଦିବ୍ୟାଙ୍ଗ ପୁଅର ସେବା କରୁଛନ୍ତି ବୃଦ୍ଧବାପା

ଜୟପୁର,୭ା୯(ନି.ପ୍ର.) ପୁଅ ଜନ୍ମ ହେଲେ ବୃଦ୍ଧକାଳରେ ସାହା ହେବ। ଏହି ଆଶାରେ ବଞ୍ଚତ୍ଥିବା ବାପ କିନ୍ତୁ ପରିଣତ ବୟସରେ ଏବେ ଦୁଇ ଜଣ ଦିବ୍ୟାଙ୍ଗ ପୁଅଙ୍କ ସେବା…

5 years ago

ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ

ଜୁନାଗଡ,୭।୯(ଡି.ଏନ.ଏ.) ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ…

5 years ago

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର…

5 years ago

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ

ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ। ଖୁବ୍‌ଶୀଘ୍ର…

5 years ago