ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ ହେଲେ…
ଭୁବନେଶ୍ୱର,୧।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ସରକାରୀ ମାନ୍ୟତା ଦିଆଯିବ। ଏହାକୁ ରାଜ୍ୟସ୍ତରୀୟ ପର୍ବ ଭାବେ ପାଳନ କରାଯି। ସରକାରଙ୍କ ନଗର ଉନ୍ନୟନ, ସଂସ୍କୃତ ବିଭାଗ ପକ୍ଷରୁ ଆର୍ଥିକ ସହଯୋଗ…
ଭଦ୍ରକ ଅଫିସ,୧।୧୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଶୁକ୍ରବାର ଭଦ୍ରକ ଜିଲା ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ତାଙ୍କ ସହ ଏମ୍ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ ମାଲିକ,…
କାକଟପୁର,୧।୧୧(ଡି.ଏନ୍.ଏ.): ବିରଳ ଅଲିଭ୍ ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ଶୁକ୍ରବାରଠାରୁ ଅସ୍ତରଙ୍ଗ ଦେବୀମୁହାଁଣଠାରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛ ଧରା ଉପରେ ସରକାର କଟକଣା ଜାରି କରିଛନ୍ତି।…
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ…
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍ ପାଇଁ ଷ୍ଟାଡିୟମ୍…
କଟକ ଅଫିସ,୧।୧୧: ଏସ୍ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ…
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବ୍ଲି ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଲଗାତର ୫ଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମ ମଝିରେ ଏକ…
ଭୁବନେଶ୍ୱର,୧।୧୧ବ୍ୟୁରୋ) : ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ (ଭିମ୍ସାର) ଦନ୍ତ ବିଭାଗରେ ଏଚ୍ଆଇଭି ସଂକ୍ରମିତ ଉପରକରଣରେ ୧୨ଜଣ ରୋଗୀଙ୍କୁ…
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଖୋର୍ଦ୍ଧା ବେଆଇନ ପଥରଖଣି କାରବାର ଅନ୍ୟତମ ମାଷ୍ଟରମାଇଣ୍ଡ୍ ମହମ୍ମଦ ତାବ୍ରେଜଙ୍କୁ ଏସ୍ଟିଏଫ୍ କଲିକତାରୁ ଗିରଫ କରିବା ପରେ ୨ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରିଛି।…