ରାଜ୍ୟ

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର…

5 years ago

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା…

5 years ago

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର…

5 years ago

ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଜିଲାପାଳ:ବକେୟା କାର୍ଯ୍ୟ ଶୀଘ୍ର ସାରିବାକୁ ତାଗିଦ

ଅନୁଗୋଳ ଅଫିସ, ୨।୯ ରବିବାର ରାତିରେ ଖୋଲାଥିବା ଅନୁଗୋଳ ତହସିଲ କାର୍ଯ୍ୟାଳୟରୁ ଫାଇଲ ନେଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୋମବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟାଳୟରେ ପହଞ୍ଚି…

5 years ago

ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ…

5 years ago

ନୂଅଁ।ଖାଇ, ସହର ବଜାର ଚଳଚଞ୍ଚଳ ସବୁସ୍ତରରେ ପ୍ରସ୍ତୁତି ଶେଷ

ନୂଆପଡା ଅଫିସ,୨ା୯ ପୂର୍ବବର୍ଷ ଭଳି ଭାଦ୍ରବ ମାସ ପଞ୍ଚମୀ ତିଥିରେ ସମଗ୍ର ପଶ୍ଚିମ ଓଡିଶାରେ ନୂଆଖାଇ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଏଥିପାଇଁ ସବୁଠି ଏକ…

5 years ago

ଏଣିକି ଭୋଟର ନିଜ ପରିଚୟପତ୍ର ଯାଞ୍ଚ କରିବେ: ଆନୁଷ୍ଠାନିକ ଭାବେ ଶୁଭାରମ୍ଭ

ନୂଆପଡା ଅଫିସ,୨ା୯ ରାଜ୍ୟରେ ସମସ୍ତ ଭୋଟର ନିଜର ଠିକ ପରିଚୟପତ୍ର ଯେପରି ପାଇପାରିବେ ସେଥିପ୍ରତି ରାଜ୍ୟ ନିର୍ବାଚନ କମିଶନର ବିକଳ୍ପ ଚିନ୍ତା କରିଛନ୍ତି । ଏଣିକି ଭୋଟରମାନେ…

5 years ago

ନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲ

ଜୁନାଗଡ,୨।୯(ଡି.ଏନ.ଏ.) ମଙ୍ଗଳବାର ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଗତ କିଛିଦିନ ହେଲା ଗ୍ରାମରୁ ସହର ସବୁଆଡେ ପର୍ବର ମାହୋଲ ଦେଖିବାକୁ ମିଳିଛି । ହାଟ,…

5 years ago

କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନ

କେସିଙ୍ଗା,୨।୯(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ମାସର ୧ ତାରିଖରେ ଛତୁଆ ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲାପାଳ ସମଗ୍ର ଜିଲାର ୧୩ଟି ବ୍ଲକରେ ପ୍ରଶାସନିକମାନଙ୍କୁ…

5 years ago

ବସ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମଥୁରା ଛକ ୨୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଅଷ୍ଟମ ଶ୍ରେଣୀ…

5 years ago