ରାଜ୍ୟ

ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି।…

5 years ago

ଜରାଜୀର୍ଣ୍ଣ ଅଲଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଚାଲିଛି ୧୮୮ ପିଲାଙ୍କ ପାଠପଢ଼ା

କାଶୀନଗର, ୩୦ା୮(ଡି.ଏନ.ଏ.)-କାଶୀନଗର ବ୍ଲକ୍‌ ଅଲଡ଼ାଗ୍ରାମ ଉଚ୍ଚ ୟୁପି ସ୍କୁଲ ଅବ୍ୟବସ୍ଥାରେ ଚାଲିଛି। ବିଦ୍ୟାଳୟଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିଲେ ମଧ୍ୟ ଏଠାରେ ପାଠପଢ଼ା ଚାଲିଛି। ବହୁ ପୁରୁଣା ଏହି…

5 years ago

ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍‌ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା…

5 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ:ଗଠନ ହେଲା ସଚିବସ୍ତରୀୟ କମିଟି

ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍‌ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି…

5 years ago

୩ ଶୀର୍ଷ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ: ମୁଖ୍ୟ ଶାସନ ସଚିବଙ୍କୁ ୨୦, ଉନ୍ନୟନ କମିଶନର ୧୫ ଏବଂ ଏପିସିଙ୍କୁ ୫ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ…

5 years ago

ଦାଦନ ଯାଇ ଜୀବନ ଗଲା

କାମାକ୍ଷାନଗର, ୩୦।୮(ଡି.ଏନ୍‌.ଏ.) - ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ…

5 years ago

ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ…

5 years ago

ଦିଲ୍ଲୀ ଏମ୍‌ସରୁ ସ୍ଥାନାନ୍ତର ହେବେ ଜଗା-କାଳିଆ:୭ରୁ ଏସ୍‌ସିବିରେ ଚିକିତ୍ସା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା…

5 years ago

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛିଦିନ…

5 years ago

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା

ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ…

5 years ago