ରାଜ୍ୟ

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌…

5 years ago

ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ

ଫୁଲନଖରା,୨୮।୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ…

5 years ago

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା…

5 years ago

ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି…

5 years ago

ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌, କ୍ୱାର୍ଟର୍ସ ନିର୍ମାଣରେ ଦୁର୍ନୀତି ଗନ୍ଧ

ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା ଟେଣ୍ଡର…

5 years ago

ଅର୍ଚ୍ଚିତାଙ୍କୁ ‘ଅମ୍ରିଶ୍‌ ପୁରୀ’ ଆଓ୍ବାର୍ଡ

ଭୁବନେଶ୍ୱର,୨୮-୮(ବ୍ୟୁରୋ)- ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ୨୦୧୯ ପାଇଁ ଅମ୍ରିଶ ପୁରୀ ଆଓ୍ବାର୍ଡ ଅଫ୍‌ ଏକ୍ସଲେନ୍ସ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସ୍ବତନ୍ତ୍ର…

5 years ago

ପ୍ରଥମ ଦିନରେ ୨୭ଜଣଙ୍କୁ ଧରିଲା ଡ୍ରୋନ୍‌

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ରାଜଧାନୀର ରବୀନ୍ଦ୍ର ମଣ୍ଡପ-ବିମାନବନ୍ଦର ରାସ୍ତାକୁ କମିଶନରେଟ ପୋଲିସ ‘ନୋ ଓଭରଟେକିଂ ଜୋନ୍‌’ ଭାବେ ଘୋଷଣା କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାକୁ ପ୍ରଥମଥର ପାଇଁ…

5 years ago

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା…

5 years ago

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଫଳରେ…

5 years ago

ବିଶ୍ୱ ଯୁବ ସମ୍ମିଳନୀରେ ଓଡ଼ିଆ ଝିଅ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ଭାରତରେ ପ୍ରଥମଥର ପାଇଁ ଆୟୋଜିତ ହୋଇଥିବା ବିଶ୍ୱ ଯୁବ ସମ୍ମିଳନୀ (ଓ୍ବାର୍ଲଡ ୟୁଥ୍‌ କନ୍‌ଫରେନ୍ସ ଅନ୍‌ କାଇଣ୍ଡ୍‌ନେସ୍‌)ରେ ଏକମାତ୍ର ଓଡ଼ିଆଭାବେ ଯୋଗ ଦେଇଛନ୍ତି ମଡେଲ ତଥା ଯୁବ…

5 years ago