ରାଜ୍ୟ

୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…

5 years ago

ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା: ପୋଲିସ ଗିରଫରେ ୩ ଅଭିଯୁକ୍ତ, ଜଣେ ଫେରାର; ପ୍ରମାଣ ନଷ୍ଟ କରିବାକୁ ନିକଟସ୍ଥ ଜଙ୍ଗଲରେ ପୋଡିଥିଲେ ମୃତଦେହ

ଏମ୍‌ଭି-୭୯/କାଲିମେଳା,୨୭।୮(ଡି.ଏନ.ଏ.): ଜଣେ ବୃଦ୍ଧଙ୍କୁ ହତ୍ୟା କରାଯିବାର ୨୨ ଦିନ ପରେ ଘଟଣା ଉପରୁ ପରଦା ଉଠିଛି। ଗୁଣିଗାରେଡି ସନ୍ଦେହରୁ ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତମାନେ ପ୍ରମାଣ ନଷ୍ଟ…

5 years ago

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର…

5 years ago

ଜେଲ୍‌ ଗଲେ ସ୍ତ୍ରୀ ହତ୍ୟାକାରୀ ଗଣେଶ, ହତ୍ୟା ପରେ କଟା ମୁଣ୍ଡକୁ ଧରି ଆତ୍ମସମର୍ପଣ କରିଥିଲେ

କାକଟପୁର, ୨୭।୮(ଡି.ଏନ୍‌.ଏ.)-ଚରିତ୍ର ଉପରେ ସନ୍ଦେହ କରି ନିଜ ସ୍ତ୍ରୀଙ୍କୁ ନୃଶଂସ ଭାବେ ପିଟିପିଟି ହତ୍ୟା କରି ମୁଣ୍ଡଗଣ୍ଡି ଅଲଗା କରି କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ…

5 years ago

ସଦାଚାର ଗୃହ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର,୨୭।୮(ବ୍ୟୁରୋ)- ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସଦାଚାର ଗୃହ କମିଟିର ପ୍ରଥମ ବୈଠକ ବିଧାନସଭାର ୫୩ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

5 years ago

ଆଦିମ ଜନଜାତି ମହିଳାଙ୍କ ପାଇଁ ‘ମମତା ଯୋଜନା’ ନିୟମ କୋହଳ: ଅବଧି ୫ ବର୍ଷ ବୃଦ୍ଧି

ଭୁବନେଶ୍ୱର,୨୭।୮(ବ୍ୟୁରୋ)- ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୧ ମସିହାରୁ ଆରମ୍ଭ କରାଯାଇଥିବା ‘ମମତା ଯୋଜନା’ରେ ଆଦିମ ଜନଜାତି ବର୍ଗ(ପିଭିଟିଜି)ର ମହିଳାମାନଙ୍କୁ ସାମିଲ କରାଯାଇଛି। ସେମାନଙ୍କ କ୍ଷେତ୍ରରେ ୨୦୧୪ ରୁ…

5 years ago

ଓଡ଼ିଶା ଆସିବେ ଜଗା କାଳିଆ, ସପ୍ତାହେ ଭିତରେ ହେବ ତାରିଖ ଘୋଷଣା

ଭୁବନେଶ୍ୱର, ୨୭ା୮(ବ୍ୟୁରୋ)- ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହୋଇ ଚିକିତ୍ସାଧୀନ ଥିବା ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଖୁବ୍‌ଶୀଘ୍ର ଓଡ଼ିଶା ଆସିବେ। ସେମାନଙ୍କର ପରବର୍ତ୍ତୀ…

5 years ago

ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ

ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି…

5 years ago

ବିଚାରପତିଙ୍କୁ କୋର୍ଟ ଏଏସ୍‌ଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ, ଦାରିଙ୍ଗବାଡ଼ି ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ଦାରିଙ୍ଗବାଡ଼ି,୨୭।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ପ୍ରଥମ ଶ୍ରେଣୀ ବିଚାର ବିଭାଗ ବିଚାରପତି ଗଗନ ସାହୁଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ବିଚାର ବିଭାଗରେ କାର୍ଯ୍ୟରତ ସିଏଏସ୍‌ଆଇ ପବିତ୍ର ମୋହନ…

5 years ago

ରାସ୍ତା ପାଲଟିଛି ଦୁର୍ଗମ: ଖମ୍ବ ପୋତି ପ୍ରତିବାଦ ଜଣାଇଲେ ଗ୍ରାମବାସୀ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲିଆପାଳ ବ୍ଲକ ବଡାଶ ପଞ୍ଚାୟତ ଜଗାଇ ହାକାଣ୍ଡ ପୋଖରୀରୁ ମାଣିକ ସିମୁଳିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ(ବିନ୍ଦୁ ଧର୍ମ)ଆଶ୍ରମ ପର୍ଯ୍ୟନ୍ତ ରାସ୍ତା ଦୁର୍ଗମ ହୋଇପଡିଛି। ଫଳରେ…

5 years ago