ରାଜ୍ୟ

ସୁପ୍ରିମକୋର୍ଟରେ ଖାରଜ ହେଲା ଶ୍ରୀମନ୍ଦିର ମାମଲା

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ପ୍ରସଙ୍ଗ ନେଇ ସୁପ୍ରିମ୍‌କୋର୍ଟରେ ୨ଟି ମାମଲା ରୁଜୁ ହୋଇଥିଲା। ଏହାକୁ ମଙ୍ଗଳବାର ସୁପ୍ରିମକୋର୍ଟ ଖାରଜ…

5 years ago

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର ଗ୍ରାମବାସୀ…

5 years ago

ପୁଣି ବିବାଦରେ ପପୁ ପମ୍‌ପମ୍‌: ରାନୁଙ୍କୁ ଅନୁକରଣ କରୁଥିବାର ଭିଡିଓ ଭାଇରାଲ, କଟୁ ସମାଲୋଚନା କରୁଛନ୍ତି ପ୍ରଶଂସକ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ପୁଣି ବିବାଦରେ କମେଡିଆନ୍‌ ପପୁ ପମ୍‌ପମ୍‌ ଓରଫ ତତ୍ତ୍ୱ ପ୍ରକାଶ ଶତପଥି। ନିକଟରେ ନିଜର ଆଗାମୀ ଫିଲ୍ମ ‘ମିଷ୍ଟର କହ୍ନେୟାଁ’ ପୋଷ୍ଟରକୁ ନେଇ ସେ…

5 years ago

ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୨୭।୮(ବ୍ୟୁରୋ): ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍‌ ଖୋଲାଯାଇଛି।…

5 years ago

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ନିମ୍ନମାନର ଅଭିଯୋଗ: ଜିଲାପାଳଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବାଲେଶ୍ୱର ଅଫିସ,୨୭।୮: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯାଉଥିବା ରନ୍ଧା ଖାଦ୍ୟ ନିମ୍ନମାନର ନେଇ ସୋମବାର ରାତିରେ ରୋଗୀଙ୍କ ସମ୍ପର୍କୀୟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିକଟରେ…

5 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ ହୋଇଛି।…

5 years ago

ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ: ୫ରୁ ନୃତ୍ୟ, ସଙ୍ଗୀତର ମହାକୁମ୍ଭ

ଭୁବନେଶ୍ୱର,୨୭।୮(ବ୍ୟୁରୋ):ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ’ ଆସନ୍ତା ସେପ୍ଟେମ୍ବର ୫ ରୁ ୧୧ ତାରିଖ ପର୍ଯ୍ୟନ୍ତ ୭ଦିନ ଧରି…

5 years ago

ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ବିଧାୟକ ମୋକିମ୍‌ଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୭।୮: ବାରବାଟୀ-କଟକ ନିର୍ବାଚନକୁ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ଏହି…

5 years ago

ତ୍ୟାଗ ପାଇଁ ପ୍ରସ୍ତୁତ, ପ୍ରଥମେ ଥଇଥାନ କରାଯାଉ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ପ୍ରଶାସନ ମଙ୍ଗଳବାରଠାରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଆରମ୍ଭ କରିବ। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ…

5 years ago

ଜୈସ-ଇ-ମହମ୍ମଦର ଅଣ୍ଡର ୱାଟର ଆକ୍ରମଣ ଯୋଜନା: ଟାର୍ଗେଟରେ ଶ୍ରୀମନ୍ଦିର, ବଢିଲା ସୁରକ୍ଷା

ପୁରୀ ଅଫିସ, ୨୭।୮: ଭାରତର ବିଭିନ୍ନ ସ୍ଥାନ ଉପରେ ଜଳମାର୍ଗ ମାଧ୍ୟମରେ ଆକ୍ରମଣ ଲାଗି ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦ ଅଣ୍ଡର ୱାଟର ୱିଙ୍ଗ ପ୍ରସ୍ତୁତ କରୁଥିବା ନେଇ…

5 years ago