ରାଜ୍ୟ

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍‌

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସୂର୍ଯ୍ୟ ଲୋକ ସଭା…

5 years ago

ମୁଖ୍ୟମନ୍ତ୍ରୀଙ୍କ ୫-ଟିକୁ ଓପିଟିସିଏଲ୍‌ର ବେଖାତିର: ଅବସରପ୍ରାପ୍ତ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧିରେ ଅନିୟମିତତା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବଚ୍ଛ ଶାସନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରୟାସ କରୁଛନ୍ତି। ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ଓ୍ବାର୍କ, ଟେକ୍ନୋଲୋଜି, ଟାଇମ୍‌ ଆଣ୍ଡ ଟ୍ରାନ୍ସଫରମେଶନ)କୁ କଡ଼ାକଡ଼ି ଲାଗୁ…

5 years ago

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ…

5 years ago

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା।…

5 years ago

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌…

5 years ago

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ…

5 years ago

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ…

5 years ago

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର…

5 years ago

ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା

କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ…

5 years ago

ଜେଟ୍‌ଲୀଙ୍କ ବିୟୋଗ: ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା ସ୍ଥଗିତ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗ ଯୋଗୁ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହେବାକୁ ଥିବା କର୍ମଶାଳା ସ୍ଥଗିତ…

5 years ago